ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ

ସିମୁଳିଆ,୧୮।୧(ଡି.ଏନ୍‌.ଏ.): ଓଡିଶା ରାଜ୍ୟ ବିଦ୍ୟାଳୟ ସମୂହ ଖୋ-ଖୋ, ସଫ୍ଟବଲ ଓ ଟେନିକଏଟ ପ୍ରତିଯୋଗିତା ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ରଘୁନାରାୟଣ ଉଚ୍ଚ ବିଦ୍ୟାଳୟ ପରିସର ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ପରିସରରେ ଉଦ୍‌ଘାଟିତ ହୋଇଛି। ଏଥିରେ ୧୪ ଓ ୧୭ବର୍ଷ ବୟସରୁ କମ୍‌ ବାଳିକାବାଳକମାନେ ଅଂଶଗ୍ରହଣ କରିଛନ୍ତି। ଓଡିଶା ରାଜ୍ୟ ବିଦ୍ୟାଳୟ କ୍ରୀଡା ସଙ୍ଗଠନ ଏବଂ ଜିଲା ବିଦ୍ୟାଳୟ କ୍ରୀଡା ସଙ୍ଗଠନ ବାଲେଶ୍ୱର ଦ୍ୱାରା ଆୟୋଜିତ ଏହି ଉତ୍ସବ ଆସନ୍ତା ୧୯ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ଅବସରରେ ସୋମବାର ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବକୁ ପୂର୍ବତନ ମନ୍ତ୍ରୀ ତଥା ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ମୁଖ୍ୟଅତିଥି ରୂପେ ଉଦ୍‌ଘାଟନ କରିଥିଲେ। ଜିଲା ଶିକ୍ଷା ଅଧିକାରୀ ବିଷ୍ଣୁଚରଣ ସୂତାରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଭାରପ୍ରାପ୍ତ ଶାରିରୀକ ଶିକ୍ଷା ନୀରିକ୍ଷକ ଆଶୋକ କୁମାର ନାୟକ ଅତିଥି ପରିଚୟ ପ୍ରଦାନ କରିଥିଲେ। ଅନ୍ୟ ଅତିଥିମାନଙ୍କ ମଧ୍ୟରେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶକ ସପନ କୁମାର ଜେନା, ଶାରୀରିକ ଶିକ୍ଷା ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶକ ସପନ କୁମାର ଜେନା, ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ବାରିକ ପ୍ରମୁଖ ଯୋଗ ଦେଇଥିଲେ। ରଘୁନାରାୟଣ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ପ୍ରଣତୀ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ। ଏହି କ୍ରୀଡା ଉତ୍ସବକୁ ପରିଚାଳନା କରିବା ପାଇଁ ରାଜ୍ୟର ବିଭିନ୍ନ ବିଦ୍ୟାଳୟରୁ ୨ଶହ ଶାରୀରିକ କ୍ରୀଡା ନିରୀକ୍ଷକ ଯୋଗ ଦେଇଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ ୧୪ବର୍ଷ ବୟସରୁ କମ୍‌ ଟେନିକଏଟ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଛି। ଏହି ଅବସରରେ ମୁଖ୍ୟଅତିଥି ରୂପେ ବଡଚଣା ବିଧାୟକ ଅମର ପ୍ରସାଦ ଶତପଥି, ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଓ ଶାରିରିକ ସହ କ୍ରୀଡା ନିର୍ଦ୍ଦେଶକ କୈଳାସ ଚନ୍ଦ୍ର ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri