ଜେଇଇ ମେନ୍‌ରେ ଓଡ଼ିଶାର ସ୍ଥିତିଙ୍କ କମାଲ

ଭୁବନେଶ୍ୱର,୮।୮(ବ୍ୟୁରୋ): ଜେଇଇ ମେନ୍‌ ରେଜଲ୍ଟ ସୋମବାର ପ୍ରକାଶ ପାଇଛି । ଜେଇଇ ଅଫିସିଆଲ ଓ୍ବେବସାଇଟରେ ଛାତ୍ରୀଛାତ୍ରୀଙ୍କ ସ୍କୋରକାର୍ଡ ଲିଙ୍କ ଆକ୍ଟିଭ ହୋଇଛି । ଚଳିତବର୍ଷ ୪୪୦ ସହରର ୬୨୨ ସେଣ୍ଟରରେ ପରୀକ୍ଷା କରାଯାଇଥିବା ବେଳେ ୧୩ଟି ଭାଷାରେ ୫ ଲକ୍ଷ ୪୦ ହଜାର ୨୪୨ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ । ବିଦେଶରେ ୧୭ଟି ସହରରେ ପରୀକ୍ଷା ହୋଇଥିଲା । ଚଳିତବର୍ଷ ୨୪ ଜଣ ଛାତ୍ରୀଛାତ୍ର ଶତ ପ୍ରତିଶତ ନଂ. କରିଛନ୍ତି। ଆନ୍ଧ୍ର ପ୍ରଦେଶରୁ ୫, ତେଲେଙ୍ଗାନାର ୫, ରାଜସ୍ଥାନର ୪, ଉତ୍ତର ପ୍ରଦେଶର ୨, ଆସାମ, ବିହାର, ପଞ୍ଜାବ, କେରଳ, କର୍ନାଟକ, ଝାଡଖଣ୍ଡ, ହରିୟାଣା ଓ ମହାରାଷ୍ଟ୍ରରୁ ଜଣେ ଲେଖାଏ ଶତ ପ୍ରତିଶତ ରେଜଲ୍ଟ କରିଛନ୍ତି । ରାଜ୍ୟଭିତ୍ତିକ ଟପ୍ପର ତାଲିକାରେ ଓଡ଼ିଶାର ସ୍ଥିତି ପାଢ଼ୀ ୨୭ ନମ୍ବରରେ ରହଛନ୍ତି । ସ୍ଥିତି ୯୯.୯ ପ୍ରତିଶତ ସ୍କୋର କରିଛନ୍ତି । ଅନ୍ୟପଟେ ଅପରାହ୍ନ ୪ଟାରୁ ଜେଇଇ ଆଡଭାନ୍ସ ପାଇଁ ଅନଲାଇନ ରେଜିଷ୍ଟ୍ରେଶନ ଆରମ୍ଭ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri