Posted inଖେଳ

ଭାରତ ପକ୍ଷରୁ ଖେଳିବେ ଓଡ଼ିଶାର ସୁବ୍ରତ

ଭୁବନେଶ୍ୱର, ୧୪।୧୧,(ତପନ ସ୍ବାଇଁ): ଅନ୍ତର୍ଜାତୀୟ ବିଲିୟାଡର୍‌ସ ଆଣ୍ଡ ସ୍ନୁକର ଫେଡେରେଶନ (ଆଇବିଏଓ୍‌ଏଫ୍‌)ର ବିଶ୍ୱ ସ୍ନୁକର ଚାମ୍ପିୟନଶିପ୍‌ ଚଳିତ ମାସ ୧୫ରୁ କାତାରର ଦୋହାଠାରେ ଆରମ୍ଭ ହେବ। କାତାର ବିଲିୟାଡର୍‌ସ ଆଣ୍ଡ ସ୍ନୁକର ଫେଡେରେଶନ ଆନୁକୂଲ୍ୟରେ ଆୟୋଜନ ହେବାକୁ ଯାଉଥିବା ଏହି ପ୍ରତିଯୋଗିତାରେ ଓଡ଼ିଶାର ତାରକା ଖେଳାଳି ସୁବ୍ରତ ଦାସ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବେ। ପ୍ରତିଯୋଗିତା ୨୪ ତାରିଖରେ ଶେଷ ହେବ। ଓଡ଼ିଶାର ଏକମାତ୍ର ଖେଳାଳିଭାବେ ସୁବ୍ରତ ସିନିୟର ସ୍ତରରେ ଆଇବିଏସ୍‌ଏଫ୍‌ ବିଶ୍ୱ ଚାମ୍ପିୟନଶିପ୍‌ରେ ଭାଗ ନେବାକୁ ଯାଉଛନ୍ତି। ଏହା ପୂର୍ବରୁ ଆଶୁତୋଷ ପାଢ଼ୀ ଜୁନିୟର ବର୍ଗରେ ଆଇବିଏସ୍‌ଏଫ୍‌ ବିଶ୍ୱ ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣର ସୁଯୋଗ ପାଇଥିଲେ। ବିଲିୟାଡର୍‌ସ ଆଣ୍ଡ ସ୍ନୁକର ଆସୋସିଏଶନ ଅଫ୍‌ ଓଡ଼ିଶା ପକ୍ଷରୁ ସୁବ୍ରତଙ୍କୁ ଶୁଭକାମନା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଓଡ଼ିଶାର ଜୁଲି, ପ୍ୟାରୀ, ଲିନ୍‌ଡା ସାମିଲ

ନୂଆଦିଲ୍ଲୀ, ୮।୫: ତାସକେଣ୍ଟଠାରେ ମେ’ ୩୧ ଓ ଜୁନ୍‌ ୪ରେ ଭାରତୀୟ ସିନିୟର ମହିଳା ଫୁଟବଲ ଦଳ ଉଜ୍‌ବେକିସ୍ତାନ ବିପକ୍ଷରେ ୨ଟି ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ ଖେଳିବ।...

‘ବିରାଟ କି ବୁମ୍‌ରା ନୁହନ୍ତି, ଟିମ୍‌ ଇଣ୍ଡିଆକୁ ବିଶ୍ୱକପ୍‌ ଜିତାଇବେ ଏହି ୨ ଖେଳାଳି ’

ନୂଆଦିଲ୍ଲୀ,୭।୫:ଆଇପିଏଲ୍‌ ପରେ ଟି୨୦ ବିଶ୍ୱକପ୍‌ ହେବାକୁ ଯାଉଛି। ୨ ଜୁନ୍‌ରୁ ହେବାକୁ ଥିବା ଏହି ଟୁର୍ନାମେଣ୍ଟରେ ଭାରତ ଆୟର୍ଲାଣ୍ଡ ବିପକ୍ଷରେ ପ୍ରଥମ ମୁକାବିଲା ଖେଳିବ। ଏହି...

VIDEO: ଶାହାରୁଖ ଖାନ୍‌ଙ୍କୁ ଦେଖି ଖୁସିରେ ନାଚି ଉଠିଲେ ପୃଥ୍ବୀ ଶ’ଙ୍କ ପ୍ରେମିକା, କଲେ ଏଭଳି…

ନୂଆଦିଲ୍ଲୀ,୭।୫: ଆଇପିଏଲ୍‌ର କିଛି ଟିମ୍‌ର ମାଲିକ ହେଉଛନ୍ତି ସେଲିବ୍ରିଟି। ଏଣୁ ଉକ୍ତ ଦଳର ମ୍ୟାଚ୍‌ ସମୟରେ କଳାକାରଙ୍କୁ ଦେଖିବାକୁ ମିଳିଥାଏ। ପଞ୍ଜାବରୁ ପ୍ରିତି ଜିଣ୍ଟା ହୁଅନ୍ତୁ...

ବିରାଟ-ଗାଭାସ୍କର ବିବାଦକୁ ଡେଇଁଲେ ଅକ୍‌ରମ୍‌; କୋହଲିଙ୍କୁ କହିଦେଲେ ବଡ଼ କଥା…

ନୂଆଦିଲ୍ଲୀ,୭।୫: ନିକଟରେ ଦେଖାଦେଇଥିବା ବିରାଟ କୋହଲି ଏବଂ ସୁନୀଲ ଗାଭାସ୍କରଙ୍କ ମଧ୍ୟର ବିବାଦ ମଧ୍ୟକୁ ଡେଇଁ ପଡ଼ିଛନ୍ତି ପାକିସ୍ତାନର ପୂର୍ବତନ ଅଧିନାୟକ ଓ୍ବାସିମ ଅକରମ୍‌। ବିରାଟଙ୍କୁ...

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଭାରତୀୟ ଦଳ ପାଇଁ ଖୁସିଖବର

ନୂଆଦିଲ୍ଲୀ,୭।୫: ଭାରତୀୟ କ୍ରିକେଟ ଦଳର କିଛି ଖେଳାଳି ଟି-୨୦ ବିଶ୍ୱକପ ଘୋଷଣା ପରେ ଫ୍ଲପ ହୋଇଥିବାର ନଜର ଆସିଥିଲେ। କିନ୍ତୁ ବର୍ତ୍ତମାନ ଦଳ ପାଇଁ ଏକ...

ପ୍ଲେ ଅଫ୍‌ ଯାଇପାରିବ କି ମୁମ୍ବାଇ ଇଣ୍ଡିଆନ୍ସ: ଜାଣନ୍ତୁ କ’ଣ କହୁଛି ସମୀକରଣ

ମୁମ୍ବାଇ,୭।୫: ମୁମ୍ବାଇ ଇଣ୍ଡିଆନ୍ସ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଆଇପିଏଲ ୨୦୨୪ର ଚତୁର୍ଥ ବିଜୟ ପଞ୍ଜିକରଣ କରିଛି। ସିଜିନର ୫୫ତମ ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକ ମୁମ୍ବାଇ...

ଟି-୨୦ ବିଶ୍ୱକପ୍‌ ପାଇଁ ଲଞ୍ଚ୍‌ ହେଲା ଟିମ୍‌ ଇଣ୍ଡିଆର ଜର୍ସି: ଏହି ଲୁକ୍‌ରେ ନଜର ଆସିବେ ଖେଳାଳି

ନୂଆଦିଲ୍ଲୀ,୭।୫: ଟି-୨୦ ବିଶ୍ୱକପକୁ ମାତ୍ର କିଛି ସପ୍ତାହ ବାକି ଅଛି ଏବଂ କିଛି ଘଣ୍ଟା ପୂର୍ବରୁ ଭାରତୀୟ ଦଳର ଜର୍ସି ଲଞ୍ଚ୍‌ ହୋଇଛି॥ ଭାରତୀୟ ଦଳର...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ କି ଟିମ୍‌ ଇଣ୍ଡିଆ? ବିସିସିଆଇ ନେଲା ଗୁରୁତ୍ୱପୂର୍ଣ୍ଣ ସୂଚନା

ନୂଆଦିଲ୍ଲୀ,୭।୫: ଆସନ୍ତା ବର୍ଷ ପାକିସ୍ତାନରେ ଚାମ୍ପିଅନ୍ସ ଟ୍ରଫି ଅନୁଷ୍ଠିତ ହେବ ଏବଂ ଏହି ଟୁର୍ନାମେଣ୍ଟ ପାଇଁ ଭାରତୀୟ ଦଳ ପାକିସ୍ତାନ ଯିବା ଉପରେ ସନ୍ଦେହ ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri