ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ଆଉ ଏତିକି ଦିନ ରହିଲା ଇ-କେୱାଇସି ଯାଞ୍ଚ, ଶୀଘ୍ର କରନ୍ତୁ ନହେଲେ କଟିଯିବ ରାସନ କାର୍ଡ…

ଭୁବନେଶ୍ୱର,୧୨।୧୦: ରାସନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର। ଇ-କଓ୍ବୋଇସ ଯାଞ୍ଚ ପ୍ରକ୍ରିୟାକୁ ନେଇ ବଡ଼ ଖବର ଦେଇଛନ୍ତି ଖାଦ୍ୟ ଯୋଗାଣ ତଥା ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ରାସନ କାର୍ଡଧାରୀଙ୍କ ଇ-କେୱାଇସି ଯାଞ୍ଚ ପ୍ରକ୍ରିୟା ଆସନ୍ତା ୧୫ରୁ ୨୦ ଦିନ ମଧ୍ୟରେ ଶେଷ ହେବ ବୋଲି ମନ୍ତ୍ରୀ ଶନିବାର ସୂଚନା ଦେଇଛନ୍ତି।

ସେ କହିଛନ୍ତି, ୨.୩୦ କୋଟିରୁ ଅଧିକ ଇ-କେୱାଇସି ଯାଞ୍ଚ ସଫଳ ହୋଇଥିବା ବେଳେ ୧ କୋଟି ଯାଞ୍ଚ ହେବ। ଯାଞ୍ଚ ପ୍ରକ୍ରିୟା ଶେଷ ହେବା ପରେ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ପ୍ରଦାନ କରାଯିବ। ଏହା ହିତାଧିକାରୀ ତାଲିକାରୁ ଅଯୋଗ୍ୟ ବ୍ୟକ୍ତିମାନଙ୍କୁ ଚିହ୍ନଟ କରିବାରେ ସାହାଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

କାହାକୁ ଲାଷ୍ଟ ଫୋନ୍ କରିଥିଲେ IIC ବିଉଟି ମହାନ୍ତି: ଡିସିପି କହିଲେ…

କଟକ, ୭।୭: IIC ବିଉଟି ମହାନ୍ତିଙ୍କ ମୃତ୍ୟୁ ଘଟଣାର ତଦନ୍ତ ଜାରି ରହିଥିବା ବେଳେ କଟକ ଡିସିପି ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ,…

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri