Posted inଖେଳ

ରଣଜୀ ଟ୍ରଫି ପାଇଁ ଓଡ଼ିଶା ଦଳ ଘୋଷିତ: ସାନ୍ତନୁ ଅଧିନାୟକ

ଭୁବନେଶ୍ୱର, ୩୦।୧୨ (ତପନ ସ୍ବାଇଁ): ଆସନ୍ତା ରଣଜୀ ଟ୍ରଫି ସିଜନରେ ଓଡ଼ିଶା ଦଳର ଅଭିଯାନ ଜାନୁୟାରୀ ୫ରୁ ଆରମ୍ଭ ହେବ। ଭଦୋଦରାଠାରେ ଓଡ଼ିଶା ଏହାର ପ୍ରଥମ ମ୍ୟାଚରେ ବରୋଦାକୁ ଭେଟିବ। ସେହିପରି ଦ୍ୱିତୀୟ ମ୍ୟାଚ ଗ୍ବାଲିୟରଠାରେ ମଧ୍ୟପ୍ରଦେଶ ବିପକ୍ଷରେ ଖେଳିବ ଓଡ଼ିଶା। ଏହି ଦୁଇଟି ମ୍ୟାଚ ପାଇଁ ଶୁକ୍ରବାର ଚୟନ କମିଟି ମୁଖ୍ୟ ଅମିୟ ରାୟ ଓ ମୁଖ୍ୟ କୋଚ୍‌ ଦୀନେଶ ମୋଙ୍ଗିଆ ଓଡ଼ିଶା ଦଳ ଘୋଷଣା କରିଛନ୍ତି। ସେହିପରି ବିସିସିଆଇ ଘରୋଇ କ୍ରିକେଟ ଅନ୍ତର୍ଗତ କଲୋନେଲ ସି.କେ. ନାଇଡ଼ୁ ଟ୍ରଫି ପାଇଁ ୨୩ ବର୍ଷରୁ କମ୍‌ ଓଡ଼ିଶା ଦଳ ମଧ୍ୟ ଘୋଷଣା କରାଯାଇଛି। ଶାନ୍ତନୁ ମିଶ୍ରଙ୍କୁ ଓଡ଼ିଶା ରଣଜୀ ଦଳ ଏବଂ ଅନିଲ ପରିଡ଼ାଙ୍କୁ ୨୩ ବର୍ଷରୁ କମ୍‌ ଦଳର ଅଧିନାୟକ ମନୋନୀତ କରାଯାଇଛି।
ଓଡ଼ିଶା ରଣଜୀ ଦଳ: ଶାନ୍ତନୁ ମିଶ୍ର (ଅଧିନାୟକ), ଅନୁରାଗ ଷଡ଼ଙ୍ଗୀ, ସନ୍ଦୀପ ପଟ୍ଟନାୟକ, ଶୁଭ୍ରାଂଶୁ ସେନାପତି, କାର୍ତ୍ତିକ ବିଶ୍ୱାଳ, ଆଶୀର୍ବାଦ ସ୍ବାଇଁ, ରାଜେଶ ଧୂପର, ଜୟନ୍ତ ବେହେରା, ରାଜେଶ ମହାନ୍ତି, ଦେବବ୍ରତ ପ୍ରଧାନ, ସୁନୀଲ କୁମାର ରାଉଳ, ସୂର୍ଯ୍ୟକାନ୍ତ ପ୍ରଧାନ, ଗୋବିନ୍ଦ ପୋଦ୍ଦାର, ପ୍ରୟାସ ସିଂ, ସୁମିତ ଶର୍ମା।

୨୩ ବର୍ଷରୁ କମ୍‌ ଓଡ଼ିଶା ଦଳ: ଅନିଲ ପରିଡ଼ା (ଅଧିନାୟକ), ଓମ୍‌ ଟି. ମୁଣ୍ଡେ, ପହରିୟା ସ୍ବାଇଁ, ସନ୍ତୋଷ ଯାଦବ, ରଘୁନାଥ ମଲ୍ଲ, ଶ୍ରେୟାଂଶ ଭରଦ୍ୱାଜ, ସାଇଦୀପ ମହାପାତ୍ର, ବିଶ୍ୱ ବୈଭବ ମୁଦୁଲି, ଆଶୁତୋଷ ମାରାଣ୍ଡି, ଦେବବ୍ରତ ପ୍ରଧାନ, ମିଲନ ସାମଲ, ରିତେଶ ପ୍ରିୟରଞ୍ଜନ, ସମ୍ବିତ ବରାଳ, ସତ୍ୟକାମ ଭରଦ୍ୱାଜ, ଆଶୁତୋଷ ଛୁରିଆ, ଆଦିତ୍ୟ ଜୟସିଂ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri