Posted inଖେଳ

ଜାତୀୟ ପାରା ଆଥ୍‌ଲେଟିକ୍ସ ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର, ୮ା୧(ସରୋଜ ଜେନା): ଗୋଆର ପଣଜିରେ ଜାନୁଆରୀ ୮ରୁ ୧୩ ଯାଏଁ ଜାତୀୟ ପାରା ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହେବ। ଓଡ଼ିଶା ପକ୍ଷରୁ ୪୨ ଜଣିଆ ଦଳ ଯାଉଥିବା ବେଳେ ଶନିବାର କଳିଙ୍ଗ ଷ୍ଟାଡିୟମରେ ସମସ୍ତ ଖେଳାଳି ଓ ସପୋର୍ଟ ଷ୍ଟାଫଙ୍କୁ କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ପାରା ଆଥଲେଟ୍ସ ଆସୋସିଏଶନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ଓଡ଼ିଶା ଦଳରେ ୩୦ ଆଥ୍‌ଲେଟ ରହିଥିବା ବେଳେ ୨ କୋଚ୍‌, ଜଣେ ମ୍ୟାନେଜର, ଜଣେ ଗାଇଡ୍‌ ରନର ଓ ୮ ସପୋର୍ଟ ଷ୍ଟାଫ୍‌ ରହିଛନ୍ତି। ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଏଚ୍‌ପିସିଓ ନିର୍ଦ୍ଦେଶକ ଦୀପଙ୍କର ମହାପାତ୍ର, କ୍ରୀଡ଼ା ବିଭାଗ ଓଏସ୍‌ଡି ବିଜୟ କୁମାର ରାଉତ ଓ ପାରା ସ୍ପୋଟର୍‌ସ ଆସୋସିଏଶନ ସଭାପତି କମଳାକାନ୍ତ ରଥ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?