ଭୁବନେଶ୍ୱର, ୨୩।୨(କ୍ରୀଡ଼ା ପ୍ରତିନିଧି): ମଧ୍ୟପ୍ରଦେଶର ଇନ୍ଦୋରରେ ୮୨ତମ ଜାତୀୟ କ୍ୟାଡେଟ ଓ ସବ୍ଜୁନିୟର ଟେବୁଲ ଟେନିସ (ଟିଟି) ଚାମ୍ପିୟନଶିପ୍ ଚଳିତମାସ ୨୫ରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ରାଜ୍ୟ ଆସୋସିଏଶନ ପକ୍ଷରୁ ଉଭୟ ବାଳିକା ଓ ବାଳକ ଦଳ ଘୋଷଣା କରାଯାଇଛି। ଓଡ଼ିଶା ଦଳ ସୋମବାର ଇନ୍ଦୋର ଯାତ୍ରା କରିଛି।
ଓଡ଼ିଶା ଦଳ
କ୍ୟାଡେଟ ଓ ସବ୍ଜୁନିୟର ବାଳିକା: ଉର୍ଜା ବର୍ମା, ସାକ୍ଷୀ ଭଗତ, ଆଫିଆ ମୋହସିନ, ସ୍ବେତା ଦଳାଇ, ସାନିଆ ମିଶ୍ର, ଏମ୍.ବି.ବି. ପଣ୍ଡା, ସ୍ବସ୍ତିକା ଆଦାବର।
କ୍ୟାଡେଟ ଓ ସବ୍ଜୁନିୟର ବାଳକ: ଜିଜ୍ଞାସୁ ସାହୁ, ଜୟସ୍ତୁ ଦାସଗୁପ୍ତା, ପ୍ରତ୍ୟୁଶ ମିଶ୍ର, ଆୟାନ ମୁସ୍ତାକ, ଫାରାଜ ରାଜା, ଏସ.ଏସ. ଆନନ୍ଦ। କୋଚ୍: ଜିତୁ ପଣ୍ଡା, ମ୍ୟାନେଜର ସମ୍ବିତ ଦାସ, ଅମ୍ପାୟର: ସ୍ବେତା ସାହୁ।
ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ
କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…
ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ
କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…
ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା
କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…
ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍
କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…
ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ
କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…
ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍ରେ ବିସ୍ଫୋରକ ଅର୍ଦ୍ଧଶତକ
କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…
ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…
କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…
IND VS PAK: ଭାରତ-ପାକ୍ ମ୍ୟାଚ୍ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍ଆଉଟ୍ରେ…
କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…
Archives

