Posted inଖେଳ

ଜାତୀୟ ସବ୍‌ଜୁନିୟର ଟିଟି ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର, ୨୩।୨(କ୍ରୀଡ଼ା ପ୍ରତିନିଧି): ମଧ୍ୟପ୍ରଦେଶର ଇନ୍ଦୋରରେ ୮୨ତମ ଜାତୀୟ କ୍ୟାଡେଟ ଓ ସବ୍‌ଜୁନିୟର ଟେବୁଲ ଟେନିସ (ଟିଟି) ଚାମ୍ପିୟନଶିପ୍‌ ଚଳିତମାସ ୨୫ରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ରାଜ୍ୟ ଆସୋସିଏଶନ ପକ୍ଷରୁ ଉଭୟ ବାଳିକା ଓ ବାଳକ ଦଳ ଘୋଷଣା କରାଯାଇଛି। ଓଡ଼ିଶା ଦଳ ସୋମବାର ଇନ୍ଦୋର ଯାତ୍ରା କରିଛି।
ଓଡ଼ିଶା ଦଳ
କ୍ୟାଡେଟ ଓ ସବ୍‌ଜୁନିୟର ବାଳିକା: ଉର୍ଜା ବର୍ମା, ସାକ୍ଷୀ ଭଗତ, ଆଫିଆ ମୋହସିନ, ସ୍ବେତା ଦଳାଇ, ସାନିଆ ମିଶ୍ର, ଏମ୍‌.ବି.ବି. ପଣ୍ଡା, ସ୍ବସ୍ତିକା ଆଦାବର।
କ୍ୟାଡେଟ ଓ ସବ୍‌ଜୁନିୟର ବାଳକ: ଜିଜ୍ଞାସୁ ସାହୁ, ଜୟସ୍ତୁ ଦାସଗୁପ୍ତା, ପ୍ରତ୍ୟୁଶ ମିଶ୍ର, ଆୟାନ ମୁସ୍ତାକ, ଫାରାଜ ରାଜା, ଏସ.ଏସ. ଆନନ୍ଦ। କୋଚ୍‌: ଜିତୁ ପଣ୍ଡା, ମ୍ୟାନେଜର ସମ୍ବିତ ଦାସ, ଅମ୍ପାୟର: ସ୍ବେତା ସାହୁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri