୫ଟି ଅଧ୍ୟକ୍ଷଙ୍କୁ ଭେଟିଲେ ଓଡ଼ିଶା ମନ୍ଦିର ସେବାୟତ ସଂଘ

ଭୁବନେଶ୍ବର,୨୫।୧୧: ଓଡ଼ିଶା ମନ୍ଦିର ସେବାୟତ ସଙ୍ଘର ସଦସ୍ୟମାନେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟି ଥିଲେ। ରାଜ୍ୟର ବିଭିନ୍ନ ମନ୍ଦିର ଓ ଐତିହ୍ୟସ୍ଥଳ ଗୁଡିକ ର ରୂପାନ୍ତର ଉଦ୍ୟମ ପାଇଁ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ ।
ଏହା ସହିତ ଗ୍ରାମାଞ୍ଚଳରେ ଥିବା ଛୋଟଛୋଟ ମନ୍ଦିରମାନଙ୍କୁ ମୋ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ମଧ୍ୟମରେ ଅର୍ଥରାଶି ମଞ୍ଜୁର କରି ଭାରତ ବର୍ଷରେ ନୂଆ ଏକ ପରିଚୟ ସୃଷ୍ଟି କରିଥିବାରୁ ଓଡ଼ିଶାର ସମସ୍ତ ସେବାୟତ ମାନଙ୍କ ତରଫରୁ ମଧ୍ୟ କୃତଜ୍ଞତା ପ୍ରକାଶ କରା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri