ରବିବାର କିଏ ପାଇବେ ‘ସୁଭଦ୍ରା ଟଙ୍କା? ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୩ା୧୧(ଅନିଲ ଦାସ)- ବାଦ୍‌ ପଡ଼ିଥିବା ୨୫ ପ୍ରତିଶତ ମହିଳାଙ୍କୁ ନଭେମ୍ବର ୨୪ ତାରିଖ ତଥା ରବିବାର ‘ସୁଭଦ୍ରା’ର ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶନିବାର ସୂଚନା ଦେଇଛନ୍ତି।

ବାକି ଆବେଦନକାରୀ ଜମି ଯୋଗ୍ୟତା ପାଇଁ ବାଦ୍‌ ପଡ଼ିଛନ୍ତି। ସେମାନଙ୍କ ନାମରେ ଜମିନାହିଁ କିନ୍ତୁ ସେମାନେ ଧାନ ବିକିଛନ୍ତି। ଆଉ ଥରେ ଏହାର ଯାଞ୍ଚ ହେବ। ଆକାଉଣ୍ଟ ଓ ଆଧାର ଲିଙ୍କ୍‌ରେ ସମସ୍ୟା ଥିବା ୫ ଲକ୍ଷ ମିସ୍‌କେସ୍‌ ସମସ୍ୟାର ସମାଧାନ ହୋଇପାରି ନାହିଁ। ସେମାନଙ୍କର ଆଧାର, ଆକାଉଣ୍ଟ ଓ ମୋବାଇଲ ନମ୍ବର ସଂଯୋଗ କରିବା ପରେ ଡିସେମ୍ବର ଯୋଜନାରେ ସାମିଲ ହୋଇପାରିବେ।

ବାଦ୍‌ ପଡ଼ିଥିବା ଆବେଦନକାରୀଙ୍କୁ ସାମିଲ କରିବା ଯାଏ ପ୍ରକ୍ରିୟା ଜାରି ରହିବ। ଜଣେ ବି ଯୋଗ୍ୟ ହିତାଧିକାରୀ ଏହି ଯୋଜନାରୁ ବଞ୍ଚିତ ହେବେନି। ସମସ୍ତ ହିତାଧିକାରୀଙ୍କୁ ଏହି ଟଙ୍କା ପ୍ରଦାନ କରାଯିବ ବୋଲି ପ୍ରଭାତୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୩ ଓଡ଼ିଆଙ୍କୁ ପଦ୍ମଶ୍ରୀ: ସାହିତ୍ୟ ଓ କଳା କ୍ଷେତ୍ରରେ ଅବଦାନ ପାଇଁ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬: ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ ସମାରୋହରେ ରାଜ୍ୟର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନରେ ଭୂଷିତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ…

Padma Awards: ଶିବୁ ସୋରେନ, ଆର୍. ମାଧବନ ଓ ରୋହିତ ଶର୍ମାଙ୍କ ସମେତ ଦେଶର ୬୫ ବିଶିଷ୍ଟ ବ୍ୟକ୍ତିତ୍ୱ ସମ୍ମାନିତ

ନୂଆଦିଲ୍ଲୀ,୨୩।୬: ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନରେ ଆୟୋଜିତ ‘ସିଭିଲ ଇନଭେଷ୍ଟିଚର ସେରେମୋନି-୨’ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ୨୦୨୬ ବର୍ଷ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି। ଏହି…

ଆକାଶଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): ତୁର୍କୀର ମରସିନ ଠାରେ ଅନୁଷ୍ଠିତ ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ୨ଟି ସ୍ୱର୍ଣ୍ଣ ଓ…

ସନ୍ତୋଷପୁରରେ ଭାଜପାର ମିଶ୍ରଣ ପର୍ବ, ୫୦ରୁ ଅଧିକ ମହିଳା ଓ ପୁରୁଷ …

ଛତ୍ରପୁର/ଗଞ୍ଜାମ,୨୩।୬( ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଗଞ୍ଜାମ ବ୍ଲକର ସନ୍ତୋଷପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ର ଏକ ମିଶ୍ରଣ…

ବିଦ୍ୟାଳୟ ଅଛି ହେଲେ ଛାତ ନାହିଁ, ଶିକ୍ଷକ ଅଛନ୍ତି ହେଲେ ପାଠପଢ଼ା ନାହିଁ: ନୂତନ ଗୃହ ନିର୍ମାଣରେ ମଧ୍ୟ ବ୍ୟାପକ ଅନିୟମିତତା

ଥୁଆମୂଳ ରାମପୁର, ୨୩।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତ ଅଧୀନ ତୁମୋନୀଖୋଲ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ…

ଭାରତୀୟ ଦଳରେ ସ୍ଥାନ ପାଇଲେ ଏହି ଉଦୀୟମାନ ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୬: ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ଆଘାତପ୍ରାପ୍ତ ଅଲରାଉଣ୍ଡର ନୀତିଶ ରେଡ୍ଡୀଙ୍କ ସ୍ଥାନରେ ଉଦୀୟମାନ ଖେଳାଳି ସୂର୍ଯ୍ୟାଂଶ ଶେଡ୍‌ଗେଙ୍କୁ ଭାରତୀୟ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୩।୬: ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ଆଗକୁ ବଢିବା ପାଇଁ ସ୍ଥିତି ଅନୁକୂଳ ହୋଇଛି। ତେଣୁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସାରା ଓଡ଼ିଶା ଛୁଇଁବ…

ଗଞ୍ଜାମ ଗ୍ରାସିମ୍‌କୁ ‘କଳିଙ୍ଗ ସିଏସଆର ଏବଂ ଇଏସଜି ଉତ୍କର୍ଷ ଜାତୀୟ ପୁରସ୍କାର-୨୦୨୫’

ଗଞ୍ଜାମ, ୨୩।୬ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଅବସ୍ଥିତ ପ୍ରତିଷ୍ଠିତ ଶିଳ୍ପ ସଂସ୍ଥା ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍‌କୁ ସାମାଜିକ ଦାୟିତ୍ୱବୋଧ ଏବଂ ପରିବେଶ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri