ପାଣ୍ଡିଆନ କହିଲେ ଭିତିରି କଥା! ମେଣ୍ଟ ପାଇଁ ଭାଜପା-ବିଜେଡି ମଧ୍ୟରେ କୌଣସି ବୈଠକ ହୋଇ ନ ଥିଲା, କେବଳ ଦୁଇ ଜଣ ନେତା…

ଭୁବନେଶ୍ୱର,୨୧।୫: ଓଡ଼ିଶାରେ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପା ପରସ୍ପରକୁ କଟାକ୍ଷ କରୁଥିବା ଦେଖିବାକୁ ମିଳୁଛି। ହେଲେ ନିର୍ବାଚନ ପୂର୍ବରୁ ସ୍ଥିତି ଭିନ୍ନ ରହିଥିଲା। କାରଣ ଉଭୟ ଦଳ ରାଜ୍ୟରେ ମେଣ୍ଟ ସରକାର ଗଢ଼ିବେ ବୋଲି ଚର୍ଚ୍ଚା ଜୋର ଧରିଥିଲା। ଏବେ ଏହାର ସମ୍ଭାବନା ନ ଥିଲେ ହେଁ ୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍‌ ଏନେଇ ବଡ଼ ବୟାନ ଦେଇଛନ୍ତି।

ଜାତୀୟ ନ୍ୟୁଜ୍‌ ଏଜେନ୍ସି ଏଏନ୍‌ଆଇକୁ ସାକ୍ଷାତକାର ଦେଇ ପାଣ୍ଡିଆନ କହିଛନ୍ତି, ମେଣ୍ଟ ନେଇ ଭାଜପା ଏବଂ ବିଜେଡି ମଧ୍ୟରେ କୌଣସି ବୈଠକ ହୋଇ ନ ଥିଲା। ଏକ ବଡ଼ କାରଣ ପାଇଁ ଏକାଠି ହେବାକୁ ଚାହୁଁଥିବା ଦୁଇ ନେତାଙ୍କ ମଧ୍ୟରେ ଥିଲା। ହେଲେ ରାଜ୍ୟ ଭାଜପାର ନେତାମାନେ ଏହାକୁ ଗ୍ରହଣ କରି ନ ଥିଲେ। ସେମାନେ ରାଜ୍ୟରେ ସରକାର ଗଠନ କରିବାକୁ ଯାଉଛନ୍ତି ବୋଲି ଭାବିଥିଲେ। ଏଭଳି ଭାବେ ମେଣ୍ଟ ହେବା ସମ୍ଭବ ହୋଇପାରି ନ ଥିଲା। କିନ୍ତୁ ଉଭୟ ନେତାଙ୍କର ଏନେଇ ଉତ୍ତମ ଧାରଣା ଥିଲା, ଏକ ବୃହତ କାରଣ ପାଇଁ ଏକାଠି ହେବାକୁ ସେମାନେ ଚାହୁଁଥିଲେ ବୋଲି ସେ କହିଛନ୍ତି। ହେଲେ ସେହି ନେତା କିଏ କେଉଁ କେଉଁ ବିଷୟରେ ଆଲୋଚନା ହୋଇଥିଲା ସେନେଇ କହିବାକୁ ପାଣ୍ଡିଆନ କିଛି ଜାଣି ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ଏକ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri