ଓଡ଼ିଶାରେ ହେବ ଶିଳ୍ପ ହବ୍‌: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ନୂଆଦିଲ୍ଲୀ,୩ା୧୦: ଉତ୍କର୍ଷ ଓ କନ୍‌କ୍ଲେଭ ପାଇଁ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା କରିଥିଲେ। ବୈଠକରେ ଶିଳ୍ପମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ ଥିଲେ। ହାଇକମିଶନର, ବାଣିଜ୍ୟ କମିଶନର ଓ କୂଟନୀତିଜ୍ଞ ମଧ୍ୟ ଏହି ବୈଠକରେ ସାମିଲ ଥିଲେ। ତେବେ ଓଡ଼ିଶାରେ ପୁଞ୍ଜି ବିନିଯୋଗ ସୁଯୋଗ ନେଇ ମୁଖ୍ୟମନ୍ତ୍ରୀ ନିବେଶକଙ୍କ ସହ ଆଲୋଚନା ପରେ ବଡ଼ ସୂଚନା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ପୁଞ୍ଜି ବିନିଯୋଗ ନେଇ ସକାରାତ୍ମକ ଆଲୋଚନା ହୋଇଛି। କିପରି ଅଧିକ ବିଦେଶୀ ପୁଞ୍ଜି ନିବେଶ ହେବ ସେନେଇ ଆଲୋଚନା ହୋଇଛି। ଆଲୋଚନା ଫଳପ୍ରଦ ହୋଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ୨୦୨୫ରେ ଓଡ଼ିଶାରେ ସର୍ବବୃହତ ଶିଳ୍ପ କନକ୍ଲେଭ ହେବାକୁ ଯାଉଛି। ସେମିକଣ୍ଡକ୍ଟର, ପେଟ୍ରୋ କେମିକାଲ୍‌ସ,ଆଇଟିରେ ବିନିଯୋଗ ସମ୍ଭାବନା ଅଧିକ ରହିଛି। ୨୦୪୭ରେ ବିକଶିତ ଓଡ଼ିଶା ଗଠନରେ ଏହା ଦୃଢ଼ ମୂଳଦୁଆ ପକାଇବ। କେନ୍ଦ୍ର ଓ ରାଜ୍ୟର ମିଳିତ ସହଯୋଗରେ ଓଡ଼ିଶାରେ ଶିଳ୍ପ ହବ୍‌ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri