ଆସୁଛି ବଡ଼ ବର୍ଷା, ୨୨ରୁ ପ୍ରବଳ ବର୍ଷା

ଭୁବନେଶ୍ୱର,୨୦ା୧୧ (ରବିନାରାୟଣ ଜେନା): ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆସନ୍ତା ୨୨ ତାରିଖରେ ଏକ ଲଘୁଚାପ ସୃଷ୍ଟିହେବା ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଘନୀଭୂତ ହେବାର ଆଶଙ୍କା ରହିଛି। ସେହିପରି ୨୪ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଏହା ଅବପାତର ରୂପ ନେଇପାରେ। ଏହା ପଶ୍ଚିମ-ଉତ୍ତର ଦିଗକୁ ଅଗ୍ରସର ହେଉଥିବାବେଳେ ପରବର୍ତ୍ତୀ ୪୮ ଘଣ୍ଟାରେ ଗତିର ଦିଗ ବଜାୟ ରଖିବା ସହ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲି ଭାଟି ଉପରେ ପୋଲିସର ଚଢ଼ାଉ, ମଦ ରନ୍ଧା ସାମଗ୍ରୀରେ ଲଗାଇଦେଲା ନିଆଁ

ପାଟଣା,୫ା୧୨(ବୀରକିଶୋର ଦାଶ): ବେଆଇନଦେଶୀ ମହୁଲି ଭାଟି ଉପରେ ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମହୁଲି ମଦ ସହ ପୋଚ ନଷ୍ଟ କରିଛି। କେନ୍ଦୁଝର ଜିଲାତୁରୁମୁଙ୍ଗା...

ଓ୍ବାସିମ ଆକ୍ରମଙ୍କୁ ଟପିଲେ ଷ୍ଟାର୍କ

ବ୍ରିସବେନ,୫ା୧୨: ଅଷ୍ଟ୍ରେଲିଆ-ଇଂଲଣ୍ଡ ମଧ୍ୟରେ ଗୁରୁବାରଠାରୁ ଦ୍ୱିତୀୟ ଆଶେସ ଟେଷ୍ଟ ଆରମ୍ଭ ହୋଇଯାଇଛି। ଟେଷ୍ଟ କ୍ରିକେଟରେ ଅଷ୍ଟ୍ରେଲିଆର ଫାଷ୍ଟ ବୋଲର ମିଚେଲ ଷ୍ଟାର୍କ ସବୁଠୁ ସଫଳ ବାମହାତୀ...

ସାମ୍ନାକୁ ଆସିଲା ବିରାଟ-ରୋହିତଙ୍କ ସୁରକ୍ଷାରେ ବଡ଼ ତ୍ରୁଟି, ଟିମଙ୍କ ସହ ବୁଲିଲେ ଅପରାଧି!

ରାୟପୁର,୫।୧୨: ରାୟପୁରରେ ଖେଳାଯାଇଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ ସମୟରେ ଖେଳାଳିଙ୍କ ସୁରକ୍ଷାରେ ବଡ଼ ଅବହେଳାର ପର୍ଦ୍ଦାଫାସ ହୋଇଛି। ଏହି...

ୟୁକ୍ରେନ ସହିତ ଶେଷ ହେବ ଯୁଦ୍ଧ: ମୋଦିଙ୍କ ସହ ବୈଠକରେ ବଡ଼ ସଙ୍କେତ ଦେଲେ ପୁଟିନ, କହିଲେ…

ନୂଆଦିଲ୍ଲୀ,୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦିଲ୍ଲୀର ହାଇଦ୍ରାବାଦ ହାଉସରେ ସାକ୍ଷାତ ହୋଇଛି। ବୈଠକ ସମୟରେ ଏକ ପ୍ରମୁଖ ଭୂରାଜନୈତିକ...

ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ

ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଲାଞ୍ଚ ମାଗିବା ବେଳେ ମାଡ଼ିବସିଲା…

ଝାରସୁଗୁଡ଼ା,୫ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର...

ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ, ଏହିଦିନ ମିଳିବ ନୂଆ ବହି

ଭୁବନେଶ୍ୱର,୫।୧୨: ରାଜ୍ୟର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଓଡ଼ିଶା ସରକାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯୋଜନା...

ମୋଦି-ପୁଟିନଙ୍କ ମିଳିତ ପ୍ରେସ୍‌ ବିବୃତ୍ତି: ନୂଆଦିଲ୍ଲୀରୁ ବିଶ୍ୱକୁ ଦେଲେ ବଡ଼ ସନ୍ଦେଶ, କହିଲେ ଆମେ ଏକାଠି…

ନୂଆଦିଲ୍ଲୀ,୫।୧୨: ଭାରତ-ରୁଷିଆ ସମ୍ପର୍କ ଏବଂ ସହଯୋଗର ୨୫ବର୍ଷ ପୂରଣ ହେବା ଉପରେ ରୁଷିଆ ରାଷ୍ଟ୍ରପତି ପୁଟିନ ଭାରତରେ ପହଞ୍ଚିଛନ୍ତି ଏବଂ ତାଙ୍କର ଗସ୍ତ ଗୁରୁତ୍ୱପୂର୍ଣ୍ଣ। ଗତକାଲିଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri