ନଭେମ୍ବର ୧୧ରୁ ଦ୍ୱିତୀୟ ଜାତୀୟ ଯୋଗାସନ ସ୍ପୋଟର୍‌ସ ଚାମ୍ପୟାନସିପ୍‌

ଭୁବନେଶ୍ବର,୮।୧୧(ବ୍ୟୁରୋ): ଦ୍ୱିତୀୟ ଜାତୀୟ ଯୋଗାସନ ସ୍ପୋଟର୍‌ସ ଚାମ୍ପୟାନସିପ୍‌  ୨୧-୨୨ ଓଡ଼ିଶାରେ ଆୟୋଜିତ ହେବାକୁ ଯାଉଛି । ନଭେମ୍ବର ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜଧାନୀ ଭୁବନେଶ୍ବରରେ ଏହା ଆୟୋଜିତ ହେବା ନେଇ ସୂଚନା ମିଳିଛି।
ଏହି ଇଭେଣ୍ଟରେ ୩୦ଟି ରାଜ୍ୟରୁ ୫୬୦ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିବେ। ୫୦ରୁ ଊଦ୍ଧର୍‌ବ ପଦକ ପାଇଁ ଏହି ପ୍ରତିଯୋଗିତା କରାଯିବ। ଏନଏସଓ୍ବାଇଏଫ ଏବଂ ଓଡ଼ିଶା ସରକାରଙ୍କ ସହଭାଗିତାରେ ଏହି ପ୍ରତିଯୋଗିତା ଆୟୋଜିତ ହେବ। ଉଭୟ ପୁରୁଷ ଏବଂ ମହିଳା ବର୍ଗ ପାଇଁ ଯୋଗସନ ଖେଳକୁ ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ ୨୦୨୧ରେ ଅନ୍ତର୍ଭୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

ଦିଲ୍ଲୀର ପ୍ଲେଅଫ୍‌ ଆଶା ଉଜ୍ଜୀବିତ

ଦିଲ୍ଲୀ,୧୭ା୫: ଆଇପିଏଲର ଏକୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୫ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଦିଲ୍ଲୀ ୧୨ ପଏଣ୍ଟ ସହ…

ସୁଧୀର ମେମୋରିଆଲ ସର୍ବଭାରତୀୟ ଫୁଟବଲ୍ ଟୁର୍ଣାମେଣ୍ଟ: ଫୁଲବାଣୀର ସୂରଜ ଏକାଦଶ ଚାମ୍ପିଆନ

ବରଗଡ଼,୧୮।୫ (ପ୍ରେମାନନ୍ଦ ଖମାରୀ): ବରଗଡ ୟୁନାଇଟେଡ୍ ସ୍ପୋର୍ଟସ୍ କ୍ଲବ୍, ବରଗଡ଼ ଆନୁକୂଲ୍ୟରେ ସ୍ଥାନୀୟ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଆୟୋଜିତ ପ୍ରଥମ ସୁଧୀର ମେମୋରିଆଲ ଫ୍ଲଡ୍‌ଲାଇଟ୍ ନାଇଟ୍…

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri