ଓଡ଼ିଶା: ଆଜିର ଫଟୋ (ଡ଼ିସେମ୍ବର ୨୦, ୨୦୨୧)

ବାଲିଯାତ୍ରା ଉପର ପଡିଆରେ ଅନୁଷ୍ଠିତ ମହାନଦୀ ଉତ୍ସବରେ ଗୁଞ୍ଜନ ଡ୍ୟାନ୍ସ ଏକାଡେମୀ ପକ୍ଷ୍ରୁ ଓଡିଶୀ ନୃତ୍ୟ ପରିବେଷଣ

 କଟକ ଚୌଧୁରୀବଜ଼ାରର  ଦୋକାନରୁ ଖ୍ରୀଷ୍ଟମାସ ସାମଗ୍ରୀ କିଣୁଛନ୍ତି ବାଳକ

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରର ବର୍ଷାକାଳୀନ ଦୃଶ୍ୟ

ସାରା ରାଜ୍ୟରେ ଶୀତ ଲହରି ଜାରି ରହିଥିବା ବେଳେ ବର୍ଷା ଲାଗିରହିଛି। ଏ ହେଉଛି ରାଜଧାନୀ ଭୁବନେଶ୍ୱରର ବର୍ଷାକାଳୀନ ଦୃଶ୍ୟ।

ଅଲିଶାବଜାର ପୂଜାମଣ୍ଡପରେ ମହାନବମୀ ପୂଜା ଅବସରରେ ଶ୍ରଦ୍ଧାଳୁଙ୍କୁ ଅନ୍ନ ଏବଂ ମାଛ ଭୋଗ ବଣ୍ଟନ କରାଯିବା ପାଇଁ ପ୍ରସ୍ତୁତି ଚାଲିଛି।

ଅଲିଶାବଜାର ପୂଜାମଣ୍ଡପରେ ମହାନବମୀ ପୂଜା ଅବସରରେ ଶ୍ରଦ୍ଧାଳୁଙ୍କୁ ଅନ୍ନ ଏବଂ ମାଛ ଭୋଗ ବଣ୍ଟନ କରାଯିବା ପାଇଁ ପ୍ରସ୍ତୁତି ଚାଲିଛି।

ବାରବାଟୀ ଷ୍ଟାଡିୟମ କ୍ଲବ ହାଉସ୍‌ଠାରେ ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘର ୩୦ତମ ସାମ୍ବିଧାନିକ ସମ୍ମିଳନୀକୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍‌ଘାଟନ କରୁଛନ୍ତି।

ବାରବାଟୀ ଷ୍ଟାଡିୟମ କ୍ଲବ ହାଉସ୍‌ଠାରେ ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘର ୩୦ତମ ସାମ୍ବିଧାନିକ ସମ୍ମିଳନୀକୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପ୍ରଦୀପ ପ୍ରଜ୍ୱଳନ...

ସାର୍ବଜନୀତ ଦୁର୍ଗାପୂଜା ସମିତି ପୁରୁଣା ଷ୍ଟେଶନ ବଜାର ପକ୍ଷରୁ ମା’ କାଳୀଙ୍କୁ ପୂଜା।

ସାର୍ବଜନୀତ ଦୁର୍ଗାପୂଜା ସମିତି ପୁରୁଣା ଷ୍ଟେଶନ ବଜାର ପକ୍ଷରୁ ମା’ କାଳୀଙ୍କୁ ପୂଜା।

ସ୍ନାନବେଦିରେ ଚତୁର୍ଦ୍ଧାମୂର୍ତ୍ତି

ସ୍ନାନବେଦିକୁ ବିଜେ କଲେ ଚତୁର୍ଦ୍ଧାମୂର୍ତ୍ତି।

ଓଡ଼ିଶା: ଆଜିର ଫଟୋ (ଡ଼ିସେମ୍ବର ୨୨, ୨୦୨୧)

ବଡ଼ଦିନ ଲାଗି କଟକ କ୍ୟାଣ୍ଟନମେଣ୍ଟ ରୋଡସ୍ଥିତ କ୍ୟାଥଲିକ ଚର୍ଚ୍ଚରେ ଚାଲିଛି ସାଜସଜ୍ଜା

ଲଙ୍ଗୁଳି ମଠ କୋଠାକୁ ଭଙ୍ଗାଯାଉଛି

ପୁରୀ ଲଙ୍ଗୁଳି ମଠ କୋଠାକୁ ଜେସିବି ଦ୍ୱାରା ଭଙ୍ଗାଯାଉଛି।

Advertisement


Archives

Model This Week