ଓଡ଼ିଶା: ଆଜିର ଫଟୋ (ମେ ୧୨, ୨୦୨୨)

କଟକ ଜୋବ୍ରାସ୍ଥିତ ସାମୁଦ୍ରିକ ସଂଗ୍ରହାଳୟ ସମ୍ମୁଖ ମହାନଦୀ ଜଳରେ ଫୁଟିଛି ପଦ୍ମ ଫୁଲ

କଟକ ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ରାସ୍ତା ସମ୍ପ୍ରସାରଣ ପାଇଁ ଫାର୍ମାସି କଲେଜ ଲେଡିଜ୍ ହଷ୍ଟେଲକୁ ଭଙ୍ଗାଯାଉଛି