ଓଡ଼ିଶା: ଆଜିର ଫଟୋ (ନଭେମ୍ବର ୨୧, ୨୦୨୦)

ଭୁବନେଶ୍ୱର ପିଏମଜିରେ ୧୨୧ତମ ହରେକୃଷ୍ଣ ମହତାବ ଜୟନ୍ତୀ ପାଳନ

୧୨୧ତମ ହରେକୃଷ୍ଣ ମହତାବ ଜୟନ୍ତୀ ଅବସରରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ବିଧାନସଭା ପରିସରରେ ଥିବା ପ୍ରତିମୂର୍ତ୍ତିରେ ପୁଷ୍ପମାଳା ଅର୍ପଣ କରୁଛନ୍ତି

 

୧୨୧ତମ ହରେକୃଷ୍ଣ ମହତାବ ଜୟନ୍ତୀ ଅବସରରେ କଟକ ପ୍ରେସ ଛକ ସ୍ଥିତ ପ୍ରତିମୂର୍ତ୍ତିରେ ସାଂସଦ ଭର୍ତ୍ତୃହରି ମହତାବ ପୁଷ୍ପମାଳା ଅର୍ପଣ କରୁଛନ୍ତି

 

କଟକ କଚେରୀରୋଡରେ ଫୁଲ ଚାରା କିଣୁଛନ୍ତି ଗ୍ରାହକ


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୭ ଅକ୍ଟୋବର, ୨୦୨୬ )

ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ କଟକ ଶୈଳବାଳା ମହିଳା ସ୍ୱୟଂଶାସିତ ମହାବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ ଏବିଭିପିର ଛାତ୍ରୀ ପ୍ରତିନିଧିମାନେ     କଟକର ବିଭିନ୍ନ ଦେବୀପୀଠରେ…

ଓଡ଼ିଶା: ଆଜିର ଫଟୋ ( ୬ ଅକ୍ଟୋବର, ୨୦୨୬ )

ଭୁବନେଶ୍ୱର ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟରେ ଏବିଭିପି ପକ୍ଷରୁ କଲେଜ କ୍ୟାମ୍ପସରେ ପ୍ରଚାର ଅଭିଯାନ     କଟକର ବିଭିନ୍ନ ଦେବୀପୀଠରେ ବିଭିନ୍ନ ବେଶ     କଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?