ପିପିଲି ବାଏପାସ କଡରେ କାଶତଣ୍ଡୀ ଫୁଲ ର ଦୃଶ୍ୟ


ରାଜଧାନୀରେ ପ୍ରବଳ ଖରାରେ ଜଣେ ବ୍ୟକ୍ତି ମୁଣ୍ଡରେ ହେଲମେଟ ପିଣ୍ଡି ରାସ୍ତାରେ ସାଇକେଲ ଚଳାଇ ଯାଉଛନ୍ତି

ଭୁବନେଶ୍ୱର କ୍ୟାପିଟାଲ ଡାକ୍ତରଖାନା ଏମସିଏଚ ବିଲ୍ଡିଂରେ ଉପରେ ଏକ ମକ୍ ଡ୍ରିଲ୍ ସମୟରେ ଅଗ୍ନିଶମ କର୍ମଚାରୀମାନେ






କଟକରେ ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ଗଣେଶ ଭସାଣି ଶୋଭାଯାତ୍ରା ଶ୍ରୀକ୍ଷେତ୍ରର ବିଭିନ୍ନ ପୁଷ୍କରିଣୀ କୂଳରେ ପିତୃପକ୍ଷ ଆରମ୍ଭରେ ପିତୃପୁରୁଷଙ୍କୁ ତିଳ ତର୍ପଣ କରୁଛନ୍ତି ଶ୍ରଦ୍ଧାଳୁ…
‘ମହାନଦୀ ପୂଜନ ସମିତି ଓଡ଼ିଶା’ ପକ୍ଷରୁ ଗଡ଼ଗଡ଼ିଆ ଘାଟ ମହାନଦୀ ତଟରେ ଅନୁଷ୍ଠିତ ମହାନଦୀ ଆଳତି କୋଲକାତାର ‘ଫିଡାଇନି ବାଚ୍ ଷ୍ଟେଜ୍’ ପକ୍ଷରୁ ଶନିବାର ରବୀନ୍ଦ୍ର ମଣ୍ଡପରେ…