ଓଡ଼ିଶା: ଆଜିର ଫଟୋ (ଅକ୍ଟୋବର ୨୭, ୨୦୨୨)

ଆମେରିକା, ୟୁକ୍ରେନ ଏବଂ ଜାପାନର ବୌଦ୍ଧ ଭିକ୍ଷୁମାନେ ଶାନ୍ତି ପଦଯାତ୍ରାରେ ଭୁବନେଶ୍ୱର ସର୍କିଟ ହାଉସରୁ ଧଉଳି ପର୍ଯ୍ୟନ୍ତ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ କରୁଛନ୍ତି

ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ଦ୍ୱାରା ସ୍ତନ କର୍କଟ ସଚେତନତା ପଦଯାତ୍ରା

 ଜଣେ ବ୍ୟକ୍ତି ଭୁବନେଶ୍ୱର ନିକଟ ପିପଲି ବାଇପାସକଡରେ ନିଜ କ୍ଷେତରେ କୀଟନାଶକ ଛିଞ୍ଚୁଛନ୍ତି

  

ଛାତ୍ରୀ ମାନେ କଟକ ସିଡିଏ ଅଞ୍ଚଳରେ ଥିବା କେନ୍ଦ୍ରିୟ ବିଦ୍ୟାଳୟରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରୁଥିବାର ଦୃଶ୍ୟ

ବିହାର ସମ୍ପ୍ରଦାୟର ମହିଳା ସଦସ୍ୟମାନେ କଟକ ମେହେନ୍ଦି ଫେର ଅଞ୍ଚଳରେ ଗିରିଗୋବର୍ଦ୍ଧନ ପୂଜା କରୁଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୨୯ ସେପ୍ଟେମ୍ବର, ୨୦୨୬)

କଟକ ରାଣୀହାଟ ପୂଜା ମଣ୍ଡପରେ ମା ଦୁର୍ଗାଙ୍କ ମୃଣ୍ମୟୀ ପ୍ରତିମା ଗଢ଼ୁଥିବା ଶିଳ୍ପୀ     କଟକ ଅନ୍ନପୂର୍ଣ୍ଣା ଥିଏଟରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି…

ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

କଟକରେ ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ଗଣେଶ ଭସାଣି ଶୋଭାଯାତ୍ରା     ଶ୍ରୀକ୍ଷେତ୍ରର ବିଭିନ୍ନ ପୁଷ୍କରିଣୀ କୂଳରେ ପିତୃପକ୍ଷ ଆରମ୍ଭରେ ପିତୃପୁରୁଷଙ୍କୁ ତିଳ ତର୍ପଣ କରୁଛନ୍ତି ଶ୍ରଦ୍ଧାଳୁ…

ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

‘ମହାନଦୀ ପୂଜନ ସମିତି ଓଡ଼ିଶା’ ପକ୍ଷରୁ ଗଡ଼ଗଡ଼ିଆ ଘାଟ ମହାନଦୀ ତଟରେ ଅନୁଷ୍ଠିତ ମହାନଦୀ ଆଳତି କୋଲକାତାର ‘ଫିଡାଇନି ବାଚ୍ ଷ୍ଟେଜ୍’ ପକ୍ଷରୁ ଶନିବାର ରବୀନ୍ଦ୍ର ମଣ୍ଡପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?