ଓଡ଼ିଶା: ଆଜିର ଫଟୋ ( ଜାନୁଆରୀ ୦୯, ୨୦୨୧ )

କଟକ ଓଡିଆ ବଜାରସ୍ଥିତ ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରହାଳୟ ପ୍ରାଚୀର ରଙ୍ଗତୂଳୀରେ ଚିତ୍ରିତ କରୁଛନ୍ତି ଶିଳ୍ପୀ

କଟକ ଗୌରୀଶଙ୍କର ପାର୍କ ରାସ୍ତାରେ କୃତ୍ରିମ ଫୁଲ ସଜେଇ ରଖିଛନ୍ତି ବ୍ୟବସାୟୀ

କଟକରେ ନଟେଇଗୁଡିକୁ ନେଇ ଟ୍ରଲିରେ ଯାଉଛନ୍ତି ଚାଳକ

କଟନଫ୍ୟାବ୍‍-୨୦୨୦: ଭୁବନେଶ୍ୱର ପ୍ରଦର୍ଶନୀ ପଡିଆରେ ଗ୍ରାହକମାନେ ବିଭିନ୍ନ ବସ୍ତ୍ର ସାମଗ୍ରୀ ଦେଖୁଛନ୍ତି

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

କଟକରେ ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ଗଣେଶ ଭସାଣି ଶୋଭାଯାତ୍ରା     ଶ୍ରୀକ୍ଷେତ୍ରର ବିଭିନ୍ନ ପୁଷ୍କରିଣୀ କୂଳରେ ପିତୃପକ୍ଷ ଆରମ୍ଭରେ ପିତୃପୁରୁଷଙ୍କୁ ତିଳ ତର୍ପଣ କରୁଛନ୍ତି ଶ୍ରଦ୍ଧାଳୁ…

ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

‘ମହାନଦୀ ପୂଜନ ସମିତି ଓଡ଼ିଶା’ ପକ୍ଷରୁ ଗଡ଼ଗଡ଼ିଆ ଘାଟ ମହାନଦୀ ତଟରେ ଅନୁଷ୍ଠିତ ମହାନଦୀ ଆଳତି କୋଲକାତାର ‘ଫିଡାଇନି ବାଚ୍ ଷ୍ଟେଜ୍’ ପକ୍ଷରୁ ଶନିବାର ରବୀନ୍ଦ୍ର ମଣ୍ଡପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?