ଓଡ଼ିଶା: ଆଜିର ଫଟୋ ( ୧୩ ନଭେମ୍ବର, ୨୦୨୬ )
କଟକରେ ନାଗ ଚତୁର୍ଥୀ ଅବସରରେ ତେଲୁଗୁ ସମ୍ପ୍ରଦାୟର ମହିଳାମାନେ ଗଡ଼ଗଡ଼େଶ୍ୱର ମନ୍ଦିର ନିକଟସ୍ଥ ତ୍ରିନାଥ ମନ୍ଦିର ପରିସରରେ ମାଟି ହୁଙ୍କା ମୂଳେ ଅଣ୍ଡା ଓ କ୍ଷୀର ନୈବେଦ୍ୟ…
ଓଡ଼ିଶା: ଆଜିର ଫଟୋ ( ୧୨ ନଭେମ୍ବର, ୨୦୨୬ )
କଟକ ବାଲିଯାତ୍ରା ତଳ ପଡ଼ିଆରେ ଚାଲିଛି ପ୍ରସ୍ତୁତି କାର୍ଯ୍ୟ ଭୁବନେଶ୍ୱର ୟୁନିଟ୍-୩ କ୍ୟାପିଟାଲ ସ୍କୁଲ ପରିସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ…
ଓଡ଼ିଶା: ଆଜିର ଫଟୋ ( ୧୧ ନଭେମ୍ବର, ୨୦୨୬ )
କଟକରେ ମା’ ଶ୍ୟାମାକାଳୀଙ୍କ ମେଢ଼ ଗୁଡ଼ିକ ବିସର୍ଜନ ପାଇଁ ଦେବୀଗଡା ଅଭିମୁଖେ ଯାଉଛନ୍ତି ଭୁବନେଶ୍ୱରର ବରମୁଣ୍ଡା ପଡ଼ିଆରେ ଆୟୋଜିତ ରାଜ୍ୟସ୍ତରୀୟ ଛାତ୍ରନେତା ସମ୍ମିଳନୀରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ…
ଓଡ଼ିଶା: ଆଜିର ଫଟୋ ( ୧୦ ନଭେମ୍ବର, ୨୦୨୬ )
କଟକ ବାଲିଯାତ୍ରା ତଳ ପଡ଼ିଆକୁ ଆସିଥିବା ଦୋଳିଗୁଡ଼ିକର ପ୍ରସ୍ତୁତି କାର୍ଯ୍ୟ ଚାଲିଛି କମଳା ନେହରୁ ମହିଳା ମହାବିଦ୍ୟାଳୟରେ ନେହରୁ ଯୁବ ପ୍ରତିଷ୍ଠାନ ପକ୍ଷରୁ…
ଭୁବନେଶ୍ୱରସ୍ଥିତ ରବିନ୍ଦ୍ରମଣ୍ଡପରେ ଗୁରୁ କେଳୁଚରଣ ମହାନ୍ତି ଓଡିଶୀ ଗବେଷଣା ପ୍ରତିଷ୍ଠାନ ଓ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ମିଳିତ ଆନୁକୂଲ୍ୟରେ ଆୟୋଜିତ ଜଗନ୍ନାଥ ଭକ୍ତି ସଙ୍ଗୀତ କାର୍ଯ୍ୟକ୍ରମ(ଗୁହାରି)ର ଉଦଯାପନୀ ଦିବସ
ବିଭିନ୍ନ ଦାବି ନେଇ ଏଆଇଡିଏସଓ ପକ୍ଷରୁ ଭୁବନେଶ୍ୱରସ୍ଥିତ ମାଷ୍ଟରକ୍ୟାଣ୍ଟିନ ଛକ ନିକଟରେ ବିକ୍ଷୋଭ
କଟକସ୍ଥିତ ଏସସିବି ମେଡିକାଲ କଲେଜ ହେରିଟେଜ ଅଡିଟୋରିଅମରେ ଅନୁଷ୍ଠିତ ଓଡିଶା ମେଡିକାଲ ଆଣ୍ଡ ଟେକ୍ନିକାଲ ଆସୋସିଏସନ କନ୍ଫରେନ୍ସର ଉଦଘାଟନୀ ଉତ୍ସବରେ ଯୋଗ ଦେଇଥିବା ସ୍ୱାସ୍ଥ୍ୟମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଓ ଅନ୍ୟାନ୍ୟ ଅତିଥିବୃନ୍ଦ
