
ଖରାକୁ ନାହିଁ ଖାତିର: ଭୁବନେଶ୍ୱରରେ ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେଉଥିବା ସତ୍ତ୍ୱେ ଖରାବେଳେ ମୁଣ୍ଡରେ ପଗଡ଼ି ବାନ୍ଧି ସାଇକେଲରେ ଯାଉଛନ୍ତି ଜଣେ ବୟସ୍କ ବ୍ୟକ୍ତି

ସରକାରୀ ନିର୍ଦ୍ଦେଶକୁ ଅବମାନନା କରି ଭୁବନେଶ୍ୱରସ୍ଥିତ ପଳାସପଲ୍ଲୀ ଅଞ୍ଚଳରେ ପ୍ରବଳ ଖରାରେ କାମ କରୁଛନ୍ତି ଦିନ ମଜୁରିଆ






କଟକରେ ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ଗଣେଶ ଭସାଣି ଶୋଭାଯାତ୍ରା ଶ୍ରୀକ୍ଷେତ୍ରର ବିଭିନ୍ନ ପୁଷ୍କରିଣୀ କୂଳରେ ପିତୃପକ୍ଷ ଆରମ୍ଭରେ ପିତୃପୁରୁଷଙ୍କୁ ତିଳ ତର୍ପଣ କରୁଛନ୍ତି ଶ୍ରଦ୍ଧାଳୁ…
‘ମହାନଦୀ ପୂଜନ ସମିତି ଓଡ଼ିଶା’ ପକ୍ଷରୁ ଗଡ଼ଗଡ଼ିଆ ଘାଟ ମହାନଦୀ ତଟରେ ଅନୁଷ୍ଠିତ ମହାନଦୀ ଆଳତି କୋଲକାତାର ‘ଫିଡାଇନି ବାଚ୍ ଷ୍ଟେଜ୍’ ପକ୍ଷରୁ ଶନିବାର ରବୀନ୍ଦ୍ର ମଣ୍ଡପରେ…