ଓଡ଼ିଶା: ଆଜିର ଫଟୋ ( ୧୯ ଡିସେମ୍ବର, ୨୦୨୫ )

ଶୁକ୍ରବାର ଭଞ୍ଜକଳା ମଣ୍ଡପରେ ଓଡ଼ିଆ ଭାଷା ସାହିତ୍ୟ ଏବଂ ସଂସ୍କୃତି ବିଭାଗ ଦ୍ୱାରା ଆୟୋଜିତ ଜାତୀୟ ପୂପେଟ ଉତ୍ସବର ସମାପନ ଦିନ ପରିଚାଳିତ ହୋଇଥିଲା

ଶୁକ୍ରବାର ବିଜେଇଏମ୍‌ ସ୍କୁଲର ୫୨ତମ ବାର୍ଷିକ ଉତ୍ସବ ଉଦ୍‌ଯାପିତ

କଳା ବିକାଶ କେନ୍ଦ୍ର ଅଡିଟୋରିଅମ୍‌ରେ ଆୟୋଜିତ ଅଷ୍ଟମ ମା’ କଟକ ଚଣ୍ଡି ମହୋତ୍ସବ ଅବସରରେ ନୃତ୍ୟାନୁଷ୍ଠାନର ନୃତ୍ୟଶିଳ୍ପୀମାନଙ୍କ ଦ୍ୱାରା ମଞ୍ଚସ୍ଥ ଓଡ଼ିଶୀ ନୃତ୍ୟ ପ୍ରଦର୍ଶିତ ହୋଇଛି