ଓଡ଼ିଶା: ଆଜିର ଫଟୋ ( ୨୦ ଡିସେମ୍ବର, ୨୦୨୫ )

ଭୁବନେଶ୍ୱର ଓୟୁଏଟି ଭେଟେରିନାରୀ କଲେଜ୍ ପଡିଆରେ ଓଡିଶା କେନେଲ୍ କ୍ଲବ୍ ଦ୍ୱାରା ଆୟୋଜିତ, “କୁକୁର ଶୋ”

 

 

କଟକ ଅନ୍ନପୁର୍ଣ୍ଣ ରଙ୍ଗମଞ୍ଚରେ ଅନ୍ନପୁର୍ଣ୍ଣ ବି ଗ୍ରୁପ୍ କଳାକାରମାନଙ୍କ ଦ୍ୱାରା ମଞ୍ଚସ୍ଥ ନାଟକ ‘ପ୍ରେମ ଉପତ୍ୟକାରେ ଝରା’

 

👉 Follow Dharitri – Odisha’s No.1 Trusted Odia Daily 📰✨