ଓଡ଼ିଶା: ଆଜିର ଫଟୋ ( ୨୦ ଫେବୃଆରୀ , ୨୦୨୫ )

କଟକସ୍ଥିତ ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିଅମରେ ଅନୁଷ୍ଠିତ ୭୧ତମ ସିନିଅର ନାଶନାଲ କବାଡି ଚାମ୍ପିଅନଶିପ ଉଦଘାଟନୀ ସମାରୋହ

 

ଫେବୃଆରୀ ୨୧ ତାରିଖରୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା, ପରୀକ୍ଷା ସୁପରିଚାଳନା ନିମନ୍ତେ କଟକ ବଜ୍ରକବାଟିସ୍ଥିତ ଓଡ଼ିଶା ରାଜ୍ୟ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଖୋଲିଥିବା କମାଣ୍ଡ କଣ୍ଟ୍ରୋଲ ରୁମ

 

ଭୁବନେଶ୍ୱରସ୍ଥିତ ରବିନ୍ଦ୍ରମଣ୍ଡପରେ ସଙ୍ଗୀତ ସୁଧାକର ବାଳକୃଷ୍ଣ ଦାଶ ଫାଉଣ୍ଡେସନର ୨୫ତମ ରୌପ୍ୟଜୟନ୍ତୀରେ ଆୟୋଜିତ ଓଡ଼ିଶୀ ସଙ୍ଗୀତ ମହୋତ୍ସବ

 

ଭୁବନେଶ୍ୱରସ୍ଥିତ ଭଞ୍ଜକଳାମଣ୍ଡପରେ ରଙ୍ଗ ସଙ୍ଗମ ରାଜ୍ୟସ୍ତରୀୟ ନାଟକ ଉତ୍ସବରେ ପରିବେଷିତ ନାଟକ ‘ଅସ୍ତ’ର ଦୃଶ୍ୟ


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

କଟକରେ ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ଗଣେଶ ଭସାଣି ଶୋଭାଯାତ୍ରା     ଶ୍ରୀକ୍ଷେତ୍ରର ବିଭିନ୍ନ ପୁଷ୍କରିଣୀ କୂଳରେ ପିତୃପକ୍ଷ ଆରମ୍ଭରେ ପିତୃପୁରୁଷଙ୍କୁ ତିଳ ତର୍ପଣ କରୁଛନ୍ତି ଶ୍ରଦ୍ଧାଳୁ…

ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

‘ମହାନଦୀ ପୂଜନ ସମିତି ଓଡ଼ିଶା’ ପକ୍ଷରୁ ଗଡ଼ଗଡ଼ିଆ ଘାଟ ମହାନଦୀ ତଟରେ ଅନୁଷ୍ଠିତ ମହାନଦୀ ଆଳତି କୋଲକାତାର ‘ଫିଡାଇନି ବାଚ୍ ଷ୍ଟେଜ୍’ ପକ୍ଷରୁ ଶନିବାର ରବୀନ୍ଦ୍ର ମଣ୍ଡପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?