ଓଡ଼ିଶା: ଆଜିର ଫଟୋ ( ୨୫ ମେ ୨୦୨୬ )
ରାଜଧାନୀରେ ପ୍ରବଳ ଖରାକୁ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ
ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଶ୍ରାଦ୍ଧବାର୍ଷିକ ଉତ୍ସବରେ ବିଧାନସଭାରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ବାଚସ୍ପତି ସୁରମା ପାଢ଼ୀ, ଡେପୁଟି ମୁଖ୍ୟମନ୍ତ୍ରୀ କେ ଭି ସିଂଦେଓଙ୍କ ସହ ଅନ୍ୟମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି
ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ବିରୋଧରେ ବିଜେଡି ପକ୍ଷରୁ ଭୁବନେଶ୍ୱରସ୍ଥିତ ମାଷ୍ଟରକ୍ୟାଣ୍ଟିନ ଛକରେ ବିକ୍ଷୋଭ
ଭୁବନେଶ୍ୱରସ୍ଥିତ ରବିନ୍ଦ୍ରମଣ୍ଡପରେ ବିଦ୍ୟାକନକ ସୄଜାନୁଷ୍ଠାନ ଦ୍ୱାରା ନ୍ୟାଶନାଲ ଥିଏଟର ଫେଷ୍ଟିଭାଲ ଅବସରରେ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଛାତ୍ରମାନଙ୍କ ଦ୍ୱାରା ‘ଓଡିପସ୍’ ନାଟକ ପ୍ରଦର୍ଶିତ
ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରେନ ମିତ୍ରଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ କଟକ ମିଶନ ରୋଡ ସ୍ଥିତ ବୀରେନ ମିତ୍ର ପାର୍କ ପରିସରରେ ଥିବା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଥିବା ବ୍ୟକ୍ତି ବୃନ୍ଦ