ଓଡ଼ିଶା: ଆଜିର ଫଟୋ (ଫେବୃୟାରୀ ୨୭, ୨୦୨୧)

କଟକ ରାଣୀହାଟ କେନାଲ ରାସ୍ତାରେ ବାଉଁଶ ତିଆରି ସାମଗ୍ରୀ ପ୍ରସ୍ତୁତ କରୁଛନ୍ତି ମହିଳା

ଭୁବନେଶ୍ୱର ରେଳଷ୍ଟେସନରେ ଯାତ୍ରୀ ମାନଙ୍କର ହେଉଛି ଥର୍ମାଲ ସ୍କ୍ରିନିଂ

ଭୁବନେଶ୍ୱର ରାଜମହଲ ଛକରେ ଡବଲ ହେଲମେଟ ଚେକିଂ

 

କଟକ ରେଳଷ୍ଟେସନରେ ଯାତ୍ରୀ ମାନଙ୍କର ହେଉଛି ଥର୍ମାଲ ସ୍କ୍ରିନିଂ

 

କଟକ ମିଶନ ରୋଡ଼ରେ ଚାଲିଛି ମାସ୍କ ବିକ୍ରି

କଟକ ବାରବାଟୀ ପାର୍ଶ୍ବରେ ବିକ୍ରି ହେଉଛି ଟେରାକୋଟା ତିଆରି ପାଣି ସୁରେଇ

 

ଭୁବନେଶ୍ୱରରେ ଓଡିଶା ଖଦି ବୋର୍ଡ ପକ୍ଷରୁ ରାଜ୍ୟସ୍ତରୀୟ ଖଦି ଓ ଗ୍ରାମୋଦ୍ୟୋଗ ପ୍ରଦର୍ଶନୀ


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

ବୁଧବାର ରବୀନ୍ଦ୍ର ମଣ୍ଡପରେ ହୃଦୟ ସଂଗଠନ ପକ୍ଷରୁ ସେକ୍ସପିୟରଙ୍କ ନାଟକ ପରିବେଷଣ   📲 Follow Dharitri – Odisha’s No.1 Odia Daily 📰✨

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri