ଓଡ଼ିଶା: ଆଜିର ଫଟୋ ( ୨୮ ଡିସେମ୍ବର, ୨୦୨୫ )

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ଜିକେସିଏମ୍ ଓଡିଶୀ ଗବେଷଣା କେନ୍ଦ୍ର ଏବଂ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସରକାରଙ୍କ ଆନୁକୂଲ୍ୟରେ ଆୟୋଜିତ ଆନ୍ତର୍ଜାତୀୟ ଓଡିଶୀ ନୃତ୍ୟ ଉତ୍ସବର ତୃତୀୟ ଦିନ

 

 

 

କଟକ ବକ୍ସିବଜାରସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡରେ ଓଡିଶା ଆଥଲେଟିକ୍ ଆସୋସିଏସନ୍ ପକ୍ଷରୁ ଆୟୋଜିତ ୭୧ତମ ରାଜ୍ୟ ଆଥଲେଟିକ୍ ମିଟର ଦ୍ୱିତୀୟ ଦିନ

 

👉 Follow Dharitri – Odisha’s No.1 Trusted Odia Daily 📰✨