ଭୁବନେଶ୍ୱରସ୍ଥିତ ଭଞ୍ଜ କଳାମଣ୍ଡପରେ ଯାଜପୁରରୁ ଆସିଥିବା ରଙ୍ଗଭୂମି କଳାକାରଙ୍କ ଦ୍ୱାରା ପ୍ରଦର୍ଶିତ ନାଟକ ‘ବିନାଶୟ ଦୁଃସ୍କୃତାଙ୍ଗ’

ବୋଉ ଫାଉଣ୍ଡେସନ ଦ୍ୱାରା ଭୁବନେଶ୍ୱରର ସୂଚନା ଭବନରେ ବୋଉ ଦିବସ ଉତ୍ସବ ପାଳିତ

ହରେକୃଷ୍ଣ ମହତାବଙ୍କ ଶ୍ରାଦ୍ଧ ଦିବସରେ ବିଧାନସଭା ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢ଼ୀଙ୍କ ସହ ଅନ୍ୟ ଅତିଥିମାନେ ମାଲ୍ୟାର୍ପଣ କରୁଛନ୍ତି
ଭୁବନେଶ୍ୱରସ୍ଥିତ ସ୍ୱାଧୀନତା ସଂଗ୍ରାମୀ ପଡ଼ିଆରେ ୩୯ତମ ସ୍ୱାଧୀନତା ସଂଗ୍ରାମୀ ଦିବସ ମହୋତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଅନ୍ୟ ଅତିଥି ଓ ଯୋଗଦେଇଥିବା ସ୍ୱାଧୀନତା ସଂଗ୍ରାମୀ ଏବଂ ଅନ୍ୟ ବରିଷ୍ଠ ବ୍ୟକ୍ତିବୃନ୍ଦ

କଟକ କଳା ବିକାଶ କେନ୍ଦ୍ର ଅଡିଟୋରିଅମରେ ଅନୁଷ୍ଠିତ କଟକ ମହୋତ୍ସବ ଉଦଘାଟନୀ ସନ୍ଧ୍ୟାରେ ଯୋଗ ଦେଇଥିବା ଅତିଥିମାନେ






