ଓଡ଼ିଶା: ଆଜିର ଫଟୋ ( ଜୁଲାଇ ୧୭, ୨୦୨୦)

ଆସନ୍ତା କାଲିଠାରୁ ଲକ୍‌ଡାଉନ ଥିବାରୁ ମାର୍କେଟରେ ଲୋକଙ୍କ ଭିଡ।

 

ସିଡିଏ ରାସ୍ତା ପାର୍ଶ୍ୱ ସିମେଣ୍ଟ କଂକ୍ରିଟ ପାଇପ ମଧ୍ୟରେ ସାମୟିକ ବିଶ୍ରାମ ନେଉଥିବା ଜଣେ ବ୍ୟକ୍ତି ।

 

ରାଜଧାନୀରେ ପ୍ରବଳ ଖରା ଯୋଗୁ ଦୁଇ ଜଣ ଯୁବତୀ ଛତାଧରି ଯାଉଛନ୍ତି।

 

ଭୁବନେଶ୍ୱର ୟୁନିଟ-୪ ମାଛ ମାର୍କେଟରେ ୭ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ବିଏମ୍‌ସି ଓ ବିଡିଏ ପକ୍ଷରୁ ଅଧିକାରୀମାନେ ମାର୍କେଟକୁ ସିଲ୍‌ କରୁଛନ୍ତି।

 

ରାଣିହାଟ ମୁଖ୍ୟରାସ୍ତା ଗହଳି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୩୧ ମାର୍ଚ୍ଚ, ୨୦୨୬ )

ଭୁବନେଶ୍ୱର ଲିଙ୍ଗରାଜ ମହୋତ୍ସବ ଶେଷ ସନ୍ଧ୍ୟାରେ ଆୟୋଜିତ ନୃତ୍ୟ       ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ନିକଟ ରଥଖଳାରେ ପହଞ୍ଚିଲା ରୁକୁଣା ରଥ    …

ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଆୟୋଜିତ ଶ୍ରୀ ଲିଙ୍ଗରାଜ ମହୋତ୍ସବର ଚତୁର୍ଥ ସନ୍ଧ୍ୟାର କାର୍ଯ୍ୟକ୍ରମ     କଟକ ବାଲି ଯାତ୍ରା ଉପର ପଡ଼ିଆରେ ଚାଲିଥିବା କଟକ…

ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

ଏକମ୍ର ସାଂସ୍କୃତିକ ପ୍ରକାଶନୀ ଶ୍ରୀ ଲିଙ୍ଗରାଜ ମହୋତ୍ସବ ୨୦୨୬ ରେ ଉପସ୍ଥିତ ମଞ୍ଚାସୀନ ଅତିଥିମାନେ

ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

ପୁରୀ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ କାଠ ଚିରଟ ଅନୁକୂଳ   ପବିତ୍ର ରାମ ନବମୀରେ ଭୁବନେଶ୍ଵର ରାମ ମନ୍ଦିରରେ ଧାଡି ବାନ୍ଧି ଦର୍ଶନ କରୁଛନ୍ତି ଭକ୍ତ…

ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ, ୨୦୨୬ )

ଭୁବନେଶ୍ୱରରେ ପ୍ରଭୁ ଲିଙ୍ଗରାଜଙ୍କର ରୁକୁଣା ରଥଯାତ୍ରା       ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ବର୍ଷା ଏବଂ ଜଳବନ୍ଦୀ       👉 Follow Dharitri…

ଓଡ଼ିଶା: ଆଜିର ଫଟୋ (୨୫ ମାର୍ଚ୍ଚ, ୨୦୨୬ )

କଳିଙ୍ଗ ଷ୍ଟାଡିୟମରେ ପ୍ରଥମ ଜାତୀୟ ଇଣ୍ଡୋର ଏଥ୍ଲେଟିକ୍ସ ଚ୍ୟାମ୍ପିୟନଶିପର ଅନ୍ତିମ ଦିନରେ ଉତ୍ସାହର ଚୂଡ଼ାନ୍ତ ପର୍ଯ୍ୟାୟ

ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୬ )

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ପ୍ରଥମ ଜାତୀୟ ଇଣ୍ଡୋର ଆଥଲେଟିକ୍ସ ଚାମ୍ପିଅନସିପ ଉଦଘାଟିତ       କଟକର ବିଭିନ୍ନ ପୂଜା ମଣ୍ଡପରେ ବାସନ୍ତୀ ଦୁର୍ଗା ମହା ସପ୍ତମୀ…

ଓଡ଼ିଶା: ଆଜିର ଫଟୋ (୨୩ ମାର୍ଚ୍ଚ, ୨୦୨୬ )

ବିଧାନସଭାରେ ବିରୋଧୀଙ୍କ ପ୍ଲାକାର୍ଡ ଧରି ବିକ୍ଷୋଭ।

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri