ଓଡ଼ିଶା: ଆଜିର ଫଟୋ ( ୩୦ ମେ, ୨୦୨୪ )

ପୁରୀରେ ରଥ ଅଖ ନିର୍ମାଣ ପାଇଁ ଲମ୍ବା କାଠକୁ ରଥଖଳାକୁ ବୋହି ନେଉଛନ୍ତି ଭୋଇ ସେବକ

ଗତକାଲି ପୁରୀ ସ୍ଥିତ ନରେନ୍ଦ୍ର ପୁଷ୍କରଣୀ ପରିସରରେ ଘଟିଥିବା ଭୟଙ୍କର ବାଣ ବିସ୍ଫୋରଣରେ ଆହତ ପୁଷ୍କରଣୀରେ ବୁଡିଯାଇଥିବା ସନ୍ଦେହ କରି ବୁଡାଳୀ ମାନେ ଖୋଜୁଛନ୍ତି

 

ପୁରୀ ବାଣ ବିସ୍ଫୋରଣରେ ଆହତଙ୍କୁ ଡାକ୍ତରଖାନାରେ ଭେଟି ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ

ପୁରୀ ବାଣ ବିସ୍ଫୋରଣରେ ଆହତଙ୍କୁ ଭେଟିବାକୁ କଟକ ସ୍ଥିତ ଏସସିବି ଡାକ୍ତରଖାନା ଯାଇଛନ୍ତି ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର

କଟକ ଓଏମପି ଛକ ରାସ୍ତା ପାର୍ଶ୍ଵରେ ଥିବା ଫଳଦୋକାନଗୁଡିକୁ କଟକ ମହାନଗର ନିଗମ ପକ୍ଷରୁ ଉଚ୍ଛେଦ କରାଯାଇଛି ଏବଂ ଏହାକୁ ପ୍ରତିବାଦ କରିଛନ୍ତି ବ୍ୟବସାୟୀ

ଭୁବନେଶ୍ୱର ସ୍ଥିତ ରବିନ୍ଦ୍ର ମଣ୍ଡପରେ ନୃତ୍ୟାୟନ ଅନୁଷ୍ଠାନ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମ ‘ଗୁରୁଦେବ’ରେ ଅନୁଷ୍ଠାନର ନୃତ୍ୟଶିଳ୍ପୀମାନଙ୍କ ଦ୍ୱାରା ପରିବେଷିତ ଓଡ଼ିଶୀ ନୃତ୍ୟ


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୨୭ ସେପ୍ଟେମ୍ବର, ୨୦୨୬)

କଟକରେ ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ଗଣେଶ ଭସାଣି ଶୋଭାଯାତ୍ରା     ଶ୍ରୀକ୍ଷେତ୍ରର ବିଭିନ୍ନ ପୁଷ୍କରିଣୀ କୂଳରେ ପିତୃପକ୍ଷ ଆରମ୍ଭରେ ପିତୃପୁରୁଷଙ୍କୁ ତିଳ ତର୍ପଣ କରୁଛନ୍ତି ଶ୍ରଦ୍ଧାଳୁ…

ଓଡ଼ିଶା: ଆଜିର ଫଟୋ ( ୨୬ ସେପ୍ଟେମ୍ବର, ୨୦୨୬)

‘ମହାନଦୀ ପୂଜନ ସମିତି ଓଡ଼ିଶା’ ପକ୍ଷରୁ ଗଡ଼ଗଡ଼ିଆ ଘାଟ ମହାନଦୀ ତଟରେ ଅନୁଷ୍ଠିତ ମହାନଦୀ ଆଳତି କୋଲକାତାର ‘ଫିଡାଇନି ବାଚ୍ ଷ୍ଟେଜ୍’ ପକ୍ଷରୁ ଶନିବାର ରବୀନ୍ଦ୍ର ମଣ୍ଡପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?