ଓଡ଼ିଶା: ଆଜିର ଫଟୋ (୮ ଜୁଲାଇ, ୨୦୨୬)

କଟକ ବକ୍ସିବଜାରସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟର କନଫରେନ୍ସ ହଲ୍‌ରେ ଡିଜିପି ୱାଇ.ବି. ଖୁରାନିଆ ବରିଷ୍ଠ ପୋଲିସ ଅଧିକାରୀମାନଙ୍କ ଉପସ୍ଥିତିରେ ସାଇବର ଆର୍ଥିକ ଠକେଇ ମାମଲା ପାଇଁ ‘ଇ-ଜିରୋ ଏଫଆଇଆର୍ (e-Zero FIR) ସିଷ୍ଟମ୍’ର ଶୁଭାରମ୍ଭ କରୁଛନ୍ତି

 

 

📲 Follow Dharitri – Odisha’s No.1 Odia Daily 📰✨