କୋଣାର୍କରେ ଓଡ଼ିଶା ଟ୍ରାଭେଲ୍‌‌ ବଜାର ୨୦୨୪ ଉଦ୍‌‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ପୁରୀ,୭।୨: ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ଭାରତୀୟ ବାଣିଜ୍ୟ ଓ ଶିଳ୍ପ ମହାସଂଘର ମିଳିତ ସହଯୋଗରେ ଆଜିଠାରୁ କୋଣାର୍କଠାରେ ଓଡ଼ିଶା ଟ୍ରାଭେଲ୍‌‌ ବଜାର ୨୦୨୩-୨୪ର ପଞ୍ଚମ ସଂସ୍କରଣ ଆରମ୍ଭ ହୋଇଛି । ଏହାକୁ ପ୍ରଦର୍ଶନୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଉଦ୍‌‌ଘାଟନ କରିଛନ୍ତି ।

ଏହି ତିନିଦିନିଆ ପ୍ରଦର୍ଶନୀ ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି କାର୍ଯ୍ୟକ୍ରମରେ ୧୮ଟି ରାଜ୍ୟରୁ ପ୍ରାୟ ୭୦ ଡୋମେଷ୍ଟିକ୍‌‌ ଟୁର୍‌‌ ଅପରେଟର ଏବଂ ୧୬ଟି ଦେଶରୁ ୬୦ ଫରେନ୍‌‌ ଟୁର୍‌‌ ଅପରେଟର ଅଂଶଗ୍ରହଣ କରୁଛନ୍ତି। ଏହି ପ୍ରଦର୍ଶନୀ ଅବସରରେ ବିଭିନ୍ନ ପ୍ରକାର ଚୁକ୍ତିନାମା ହେବା ସହ ନିବେଶକ ଓ ଏୟାରଲାଇନ୍‌‌ ଅପରେଟରମାନଙ୍କ ମଧ୍ୟରେ ‘ବି ଟୁ ବି’ ବୈଠକ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ବୁକ ଦୋହଲାଇ ଦେଲେ Vaibhav Suryavanshi, ବିଶ୍ୱକପ ଫାଇନାଲରେ ସଭିଙ୍କୁ କଲେ ଚକିତ

ନୂଆଦିଲ୍ଲୀ,୬।୨: ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ର ଫାଇନାଲରେ ଶୁକ୍ରବାର ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହରାରେ ସ୍ପୋଟର୍‌ସ କ୍ଲବରେ ଇଂଲଣ୍ଡ ୧୯ ବର୍ଷରୁ…

ରୋଗୀଙ୍କୁ ଔଷଧ ଖୁଆଇବେ ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର,୬୬।୨: ଫାଇଲେରିଆ ନିରାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏଣିକି ସ୍ବାସ୍ଥ୍ୟକର୍ମୀ ଘରକୁ ଘର ଯାଇ ଫାଇଲେରିଆରେ ଆକ୍ରାନ୍ତ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

ଦିଲ୍ଲୀପ ରାୟଙ୍କ ନିର୍ବାଚନୀ ମାମଲା ଚାଲିବ: ହାଇକୋର୍ଟ

ଭୁବନେଶ୍ୱର,୬।୨: ହାଇକୋର୍ଟରେ ରାଉଲକେଲା ବିଧାନସଭା ନିର୍ବାଚନୀ ମାମଲାର ଶୁଣାଣି ହୋଇଛି। ବିଧାୟକ ଶାରଦା ନାୟକଙ୍କ ବିରୋଧରେ ୩ ମାମଲାକୁ  ହାଇକୋର୍ଟ ଖାରଜ କରିଛନ୍ତି । ଅନ୍ୟପକ୍ଷେ, ୩…

କେଉଁଥିରେ ତିଆରି ହୋଇଛି T20 World Cup Trophy ? ଜାଣନ୍ତୁ ଏହାର ଓଜନ ସହ ମୂଲ୍ୟ କେତେ

ନୂଆଦିଲ୍ଲୀ,୬।୨: ୨୦୨୬ T20 World Cup ଫେବୃଆରୀ ୭ରୁ ଆରମ୍ଭ ହେବ। ଏହି ଟୁର୍ଣ୍ଣାମେଣ୍ଟରେ କୋଡ଼ିଏଟି ଦଳ ଅଂଶଗ୍ରହଣ କରୁଛନ୍ତି। ସମସ୍ତ ଦଳକୁ ଚାରୋଟି ଗ୍ରୁପରେ ବିଭକ୍ତ…

ଶୁକ୍ରବାର ନମାଜ ସମୟରେ ଆତ୍ମଘାତୀ ବୋମା ବିସ୍ଫୋରଣ, ୧୨ ମୃତ

ଇସଲାମାବାଦ,୬।୨: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏକ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି। ସିଆ ମସଜିଦ, କସର୍‌-ଏ-ଖାଦିଜାତୁଲ କୁବ୍ରାରେ ଶୁକ୍ରବାର ନମାଜ ପାଠ ସମୟରେ ଏକ ଆତ୍ମଘାତୀ ବିସ୍ଫୋରଣ…

୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ…

ଅସ୍ତ୍ରଶସ୍ତ୍ର ସହ ପୋଲିସ ଆଗରେ ଆତ୍ମସମର୍ପଣ କଲେ ୪ ମାଓବାଦୀ

ଫୁଲବାଣୀ,୬।୨: ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି ମାଓବାଦୀ ସଙ୍ଗଠନ । ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାନେଇ କନ୍ଧମାଳ ପୋଲିସ ନିକଟରେ ଶୁକ୍ରବାର ୪ଜଣ ମାଓବାଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri