୧୩ରେ ଭୁବନେଶ୍ୱର ୟୁନିଟ-୧ ହାଟ ବନ୍ଦ

ଭୁବନେଶ୍ୱର, ୧୧।୯(ବ୍ୟୁରୋ): ନିଟ୍‌ ପରୀକ୍ଷାର୍ଥୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଆସନ୍ତା ୧୩ ତାରିଖରେ ୟୁନିଟ-୧ ହାଟକୁ ୬ ଘଣ୍ଟା ପାଇଁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଜାରି କରିଛି। ଦିନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ହାଟ ଭିତର ଓ ବାହାର ସମସ୍ତ ଦୋକାନବଜାର ବନ୍ଦ ରହିବ।
ବିଏମ୍‌ସି ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ ୟୁନିଟ -୧ ମଦର୍ସ ପବ୍ଲିକ ସ୍କୁଲରେ ନିଟ୍‌ ପରୀକ୍ଷା କେନ୍ଦ୍ର ହୋଇଥିବାରୁ କରୋନା ସଂକ୍ରମଣକୁ ରୋକିବା ଓ ଜନଗହଳିକୁ ଏଡ଼ାଇବା ନିମନ୍ତେ ବିଏମ୍‌ସି ପକ୍ଷରୁ ୟୁନିଟ-୧ ହାଟର ହୋଲସେଲ୍‌ ଓ ରିଟେଲ ଦୋକାନକୁ ୧୩ ତାରିଖ ପୂର୍ବାହ୍ନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ବନ୍ଦକରିବାକୁ ନିର୍ଦ୍ଦେଶ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ଇଚ୍ଛାମୃତ୍ୟୁ ଆବେଦନ ପରେ ଚେତିଲା ପ୍ରଶାସନ: ଯୁବଚାଷୀ ଗୋପାଳକୃଷ୍ଣଙ୍କ ପରିବାରକୁ ୨୦ ହଜାର ଟଙ୍କାର ଚିକିତ୍ସା ସହାୟତା

ବରଗଡ଼,୨୫।୬(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରି ଟୋକନ ପାଇବାରୁ ବଞ୍ଚିତ ହେବା ପରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଗ୍ରାମର ଯୁବଚାଷୀ ଗୋପାଳକୃଷ୍ଣ ସାହୁ ଇଚ୍ଛାମୃତ୍ୟୁ ପାଇଁ ଆବେଦନ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

ମେସି, ରୋନାଲ୍ଡୋଙ୍କ କ୍ଲବରେ ସାମିଲ ହେଲେ ଏହି ମହାନ ଗୋଲକିପର, ଜାଣନ୍ତୁ…

ମେକ୍ସିକୋ ସିଟି,୨୫ା୬: ମେକ୍ସିକୋର ଭେଟେରାନ ଗୋଲକିପର ଗୁଇଲେର୍ମୋ ଓଚୋଆ ଫିଫା ବିଶ୍ୱକପ୍‌ ଇତିହାସରେ ତୃତୀୟ ଖେଳାଳି ଭାବେ ଷଷ୍ଠ ବିଶ୍ୱକପ୍‌ ଖେଳିଛନ୍ତି। ତାଙ୍କ ଭଳି ଚଳିତ ସଂସ୍କରଣରେ…

ପ୍ରେମ ସାଜିଲା କାଳ: ପଶ୍ଚିମବଙ୍ଗ ପ୍ରେମିକାଙ୍କୁ ଓଡ଼ିଶା ଆଣି ହତ୍ୟା କରିଥିଲେ ଝାଡ଼ଖଣ୍ଡର ପ୍ରେମିକ, ସିନ୍ ରିକ୍ରିଏସନ କରି…

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ପ୍ରେମର କରୁଣ ପରିଣତି। ପ୍ରେମ ପାଇଁ ଚାଲିଗଲା ଜଣେ ଯୁବତୀଙ୍କ ଜୀବନ। ସମ୍ପର୍କର ମଧୁରତା ଶେଷରେ ମୃତ୍ୟୁର କାରଣ ସାଜିଛି, ଯାହା ହାଟଡିହୀ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri