ଦ୍ୱିତୀୟ ସ୍ଥାନରେ ଓଡ଼ିଆ ପୁଅ ଅନିମେଶ ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୬।୪: ୟୁପିଏସସି ସିଭିଲ୍‌ ସର୍ଭିସେସ୍‌ର ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ୨୦୨୩ ଆଇଏଏସ୍‌ ଫଳାଫଳ ଅନୁଯାୟୀ ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର ହୋଇଛନ୍ତି । ଦ୍ୱିତୀୟ ସ୍ଥାନରେ ଓଡ଼ିଆ ପୁଅ ଅନିମେଶ ପ୍ରଧାନ ରହିଛନ୍ତି । ତୃତୀୟ ସ୍ଥାନରେ ଡି.ଅନନ୍ୟା ରେଡ୍ଡୀ, ଚତୁର୍ଥ ସ୍ଥାନରେ ପି. କେ. ସିଦ୍ଧାର୍ଥ ରାମକୁମାର ଅଛନ୍ତି । ସେହିପରି ରୁହାନୀ ପଞ୍ଚମ ସ୍ଥାନ ଅଧିକାର କରିଛନ୍ତି ।
ଓଡ଼ିଶାରୁ ପରୀକ୍ଷା ଦେଇଥିବା ପ୍ରଜ୍ଞାନନ୍ଦନ ଗିରି ୨୪ ନଂ ର଼୍ୟାଙ୍କ ପାଇଥିବାବେଳେ ଆୟୁଷୀ ପ୍ରଧାନ ୩୬ ନଂ ରାଙ୍କ ପାଇଛନ୍ତି । ୬୦ ନଂ ରାଙ୍କରେ ଅଭିମନ୍ୟୁ ମଲ୍ଲିକ, ୧୧୦ ନଂ ରାଙ୍କରେ ଅମ୍ରିତାଂଶୁ ନାୟକ ରହିଛନ୍ତି । ସେହିଭଳି ଜୟଶ୍ରୀ ପ୍ରଧାନ ୫୨ ନଂ ର଼୍ୟାଙ୍କରେ ଥିବା ବେଳେ ଯଶୋବନ୍ତ ମଲ୍ଲିକ ୧୧୫ ନଂ ଏବଂ ପଦ୍ମନାଭ ମିଶ୍ର ୧୭୬ ନଂ ସ୍ଥାନରେ ଅଛନ୍ତି।
UPSC TOP 20:
୧-ଆଦିତ୍ୟ ଶ୍ରୀବାସ୍ତବ
୨-ଅନିମେଶ ପ୍ରଧାନ
୩-ଡୋନୁରୁ ଅନନ୍ୟା ରେଡ୍ଡୀ
୪- ପି.କେ ସିଦ୍ଧାର୍ଥ ରାମକୁମାର
୫-ରୁହାନୀ
୬-ସୃଷ୍ଟି ଦାବସ
୭-ଅନମୋଲ ରାଠୋର
୮-ଆଶିଷ କୁମାର
୯-ନୌସିନ
୧୦-ଐଶ୍ୱର୍ୟ୍ୟାମ ପ୍ରଜାପତି
୧୧-କୁସ ମତୱାନି
୧୨-ଅନିକେତ ସାଣ୍ଡିଲ୍ୟ,
୧୩-ମେଧା ଆନନ୍ଦ
୧୪- ଶୌର୍ଯ୍ୟ ଅରୋରା
୧୫-କୁନାଲ ରସ୍ତୋଗ
୧୬-ଅୟାନ ଜୈନ
୧୭- ସ୍ବାତୀ ଶର୍ମା
୧୮-ୱାର୍ଦା ଖାନ
୧୯-ଶିବମ କୁମାର
୨୦-ଆକାଶ ବର୍ମା

Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?