ଆସନ୍ତା ୨୩ରେ ନିର୍ବାଚନ ଫଳାଫଳ: ଏହା ପୂର୍ବରୁ ଭଙ୍ଗ ହେବ ରାଜ୍ୟ ବିଧାନସଭା, ଆଜି ବସିବ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ୨୦୧୯ ନିର୍ବାଚନ ଫଳାଫଳ ଆସିବାକୁ ଆଉ ଅଳ୍ପ ଦିନ ବାକି ରହିଥିବାବେଳେ ଶନିବାର ଔପଚାରିକ ଭାବେ ରାଜ୍ୟ ବିଧାନସଭା ଭଙ୍ଗ ହେବ। ଏଥିସହ ରାଜ୍ୟ କ୍ୟାବିନେଟ୍‌ର ବୈଠକ ବସିବ। ବୈଠକରେ ପଞ୍ଚଦଶ ବିଧାନସଭା ଭଙ୍ଗ ପ୍ରସଙ୍ଗରେ ରାଜ୍ୟପାଳଙ୍କୁ ସୁପାରିସ କରାଯିବାର ପ୍ରସ୍ତାବ ରହିଛି। ଏହାଛଡ଼ା ବାତ୍ୟା ‘ଫନୀ’ ବିପନ୍ନଙ୍କୁ ସହାୟତା ବିଷୟରେ ମଧ୍ୟ ବୈଠକରେ ଆଲୋଚନା ହେବ।
ପ୍ରକାଶଯୋଗ୍ୟ, କେବଳ ପାଟକୁରାକୁ ଛାଡ଼ି ଦେଲେ ରାଜ୍ୟରେ ୧୪୬ ବିଧାନସଭା ଓ ୨୧ ଲୋକ ସଭା ଆସନ ଲାଗି ଭୋଟଗ୍ରହଣ ଶେଷ ହୋଇଛି। ଆସନ୍ତା ୨୩ରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ରାଜ୍ୟରେ ନୂଆ ସରକାର ଗଠନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କମିବ ପିଆଜ ଦର

ଭୁବନେଶ୍ୱର,୨୪ା୧୧(ବ୍ୟୁରୋ)- ଅତ୍ୟାବଶ୍ୟକ ସାମଗ୍ରୀ ପିଆଜ ଦର ବୃଦ୍ଧି ଗରିବ, ନିମ୍ନ ମଧ୍ୟବିତ୍ତ ପରିବାର ମୁଣ୍ଡରେ ଚଡ଼କ ପକାଇଛି। ପ୍ରତ୍ୟେକ ଦିନ ଦର ବଢ଼ି ବଢ଼ି ଚାଲଛି...

ଏପ୍ରିଲରୁ ରବିବାର କ୍ଲାସ ବନ୍ଦ

ଭୁବନେଶ୍ୱର, ୧୦।୩(ବ୍ୟୁରୋ): ଆସନ୍ତା ଏପ୍ରିଲରୁ ସ୍କୁଲରେ ଆଉ ରବିବାର ପାଠପଢ଼ା ହେବ ନାହିଁ। ଏ ନେଇ ବୁଧବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ...

ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୬।୩(ବ୍ୟୁରୋ): ପୌର ନିର୍ବାଚନରେ ବିଜେଡିର ସଫଳତାକୁ ନେଇ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶନିବାର ନିର୍ବାଚନ ଫଳାଫଳ ଆସିବା ପରେ ଟୁଇଟ୍‌...

ଭୁଶୁଡ଼ିଲା କାନ୍ଥ, ଭଙ୍ଗାଘରେ ପରିବାର

ଖଜୁରିପଡ଼ା,(ଡି.ଏନ.ଏ.)/ ବଲସକୁମ୍ପା,୨୧ା୩ ଖଜୁରିପଡ଼ା ବ୍ଲକ ବଲସକୁମ୍ପା ପଞ୍ଚାୟତ ସୁନ୍ଦରଗଡ଼ ଗ୍ରାମର ଅନିରୁଦ୍ଧ ଦିଗାଲଙ୍କ ଘର ଗତ ୧୬ରେ ଘରର କାନ୍ଥ ଭୁଶୁଡ଼ି ପଡ଼ଛି। ଫଳରେ ତାଙ୍କ...

ଅନିର୍ଦ୍ଦିଷ୍ଟ କାଳ ପାଇଁ ଶିମିଳିପାଳ ବନ୍ଦ

ବାରିପଦା ଅଫିସ,୧୫ା୧୧: ଚଳିତମାସ ୧ ତାରିଖରୁ ଖୋଲିଥିବା ଶିମିଳିପାଳକୁ ପୁଣି ଥରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରି ଦିଆଯାଇଛି। ଏବେ ରାଜ୍ୟର ବିଭିନ୍ନ ସ୍ଥାନରେ...

ବନ୍ଦ ମଦ ଦୋକାନ ଖୋଲି ରାଜସ୍ବ ବଢ଼ାଅ: ଅବକାରୀ ମନ୍ତ୍ରୀ

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ବନ୍ଦ ହୋଇପଡ଼ିଥିବା ମଞ୍ଜୁରୀପ୍ରାପ୍ତ ମଦ ଦୋକାନ ପୁନଃକାର୍ଯ୍ୟକ୍ଷମ କରି ରାଜସ୍ବ ବଢ଼ାଅ। ଭୁବନେଶ୍ୱରରେ ଅବକାରୀ ବିଭାଗର ତ୍ରୟମାସିକ ସମୀକ୍ଷା ବୈଠକରେ ଅବକାରୀ ମନ୍ତ୍ରୀ ନିରଞ୍ଜନ...

ଜଡ଼ାଫଳ ଖାଇ ୮ ଅଙ୍ଗନଓ୍ବାଡ଼ି ଶିଶୁ ଅସୁସ୍ଥ

ମାଲକାନଗିରି,୩ା୨: ମାଲକାନଗିରି ସଦର ବ୍ଲକ ସିନ୍ଧ୍ରିମାଳ ପଞ୍ଚାୟତ ମୁନୁସକୋଣ୍ଡା ଗ୍ରାମରେ ବୁଧବାର ଏକ ଅଙ୍ଗନଓ୍ବାଡି କେନ୍ଦ୍ରରେ ୮ ଶିଶୁ ଜଙ୍ଗଲୀ ଜଡ଼ାଫଳ ଖାଇ ଗୁରୁତର ହୋଇଛନ୍ତି।...

ଉଗ୍ରରୂପ ନେଲା ଖରସ୍ରୋତା ଜଳ ବିବାଦ: ପୋଲିସ-ପ୍ରକଳ୍ପ ବିରୋଧୀ ଧସ୍ତାଧସ୍ତି

ଆଳି,୧୨ା୮(ଡି.ଏନ୍‌.ଏ.): ଖରସ୍ରୋତା ନଦୀ ପାଣି ବିବାଦ ଗୁରୁବାର ଉଗ୍ର ରୂପ ନେଇଛି। ଆନ୍ଦୋଳନକାରୀ ଚାନ୍ଦବାଲି ରାସ୍ତାର କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଅଚ୍ୟୁତପୁରଠାରେ ରାସ୍ତାରୋକୋ କରିଛନ୍ତି...

Advertisement
Archives

Model This Week