ଆସନ୍ତା ୨୩ରେ ନିର୍ବାଚନ ଫଳାଫଳ: ଏହା ପୂର୍ବରୁ ଭଙ୍ଗ ହେବ ରାଜ୍ୟ ବିଧାନସଭା, ଆଜି ବସିବ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ୨୦୧୯ ନିର୍ବାଚନ ଫଳାଫଳ ଆସିବାକୁ ଆଉ ଅଳ୍ପ ଦିନ ବାକି ରହିଥିବାବେଳେ ଶନିବାର ଔପଚାରିକ ଭାବେ ରାଜ୍ୟ ବିଧାନସଭା ଭଙ୍ଗ ହେବ। ଏଥିସହ ରାଜ୍ୟ କ୍ୟାବିନେଟ୍‌ର ବୈଠକ ବସିବ। ବୈଠକରେ ପଞ୍ଚଦଶ ବିଧାନସଭା ଭଙ୍ଗ ପ୍ରସଙ୍ଗରେ ରାଜ୍ୟପାଳଙ୍କୁ ସୁପାରିସ କରାଯିବାର ପ୍ରସ୍ତାବ ରହିଛି। ଏହାଛଡ଼ା ବାତ୍ୟା ‘ଫନୀ’ ବିପନ୍ନଙ୍କୁ ସହାୟତା ବିଷୟରେ ମଧ୍ୟ ବୈଠକରେ ଆଲୋଚନା ହେବ।
ପ୍ରକାଶଯୋଗ୍ୟ, କେବଳ ପାଟକୁରାକୁ ଛାଡ଼ି ଦେଲେ ରାଜ୍ୟରେ ୧୪୬ ବିଧାନସଭା ଓ ୨୧ ଲୋକ ସଭା ଆସନ ଲାଗି ଭୋଟଗ୍ରହଣ ଶେଷ ହୋଇଛି। ଆସନ୍ତା ୨୩ରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ରାଜ୍ୟରେ ନୂଆ ସରକାର ଗଠନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଟୁର୍‌ ଅପରେଟର୍‌ କରିପାରିବେ ଓଡ଼ିଶା ପର୍ଯ୍ୟଟନ ସମ୍ପଦର ପ୍ରଦର୍ଶନ

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ):  ଓଡ଼ିଶା ପର୍ଯ୍ୟଟନ ସମ୍ପଦରେ ଭରପୂର। ଏଗୁଡ଼ିକର ଯଥାର୍ଥ ପ୍ରଦର୍ଶନ ଓ ବିପଣନ ଗୁରୁତ୍ୱପୂର୍ଣ୍ଣ ଅଟେ । ଏ ଦିଗରେ ଦେଶ ଓ ବିଦେଶର...

ଅକ୍ଟୋବର ପହିଲାରୁ ଅନ୍‌ଲାଇନ୍‌ ପେନ୍‌ସନ୍‌ ଆବେଦନ ବାଧ୍ୟତାମୂଳକ

ଭୁବନେଶ୍ୱର,୯ା୮(ଅନିଲ ଦାସ): ଆସନ୍ତା ଅକ୍ଟୋବାର ପହିଲାରୁ ପେନ୍‌ସନ୍‌ ଓ ଭବିଷ୍ୟନିଧି ଆବେଦନ ଅନ୍‌ଲାଇନ୍‌ ମାଧ୍ୟମରେ ବାଧ୍ୟତାମୂଳକ ହେବ। ଆବେଦନକାରୀମାନେ କେବଳ ଅନଲାଇନ ଜରିଆରେ ଆବେଦନ କରିବେ।...

ନିର୍ବାଚନରେ ହାରିବି ଅଥବା ଜିତିବି ଜଣାନାହିଁ, ହେଲେ ଲୋକଙ୍କ ସେବା ଜାରି ରଖିବି: ଦାମ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଗୁରୁବାର ଭୋଟ ଗଣତି। ଏହା ପରେ କିଏ ଜିତିବ, କିଏ ହାରିବ ତାହା ସ୍ପଷ୍ଟ ହୋଇଯିବ। ମାତ୍ର ଏବେଠାରୁ ଆରମ୍ଭ ହେଲାଣି ଅଙ୍କକଷା। ବିଭିନ୍ନ...

ମାର୍କେଟ ବିଲ୍ଡିଂ ଖୋଲିବା ବାଟ ଫିଟୁନି

ଭୁବନେଶ୍ୱର, ୨।୮ (ବ୍ୟୁରୋ):ମାର୍କେଟ ବିଲ୍ଡିଂରେ କିଏ ବସିବ, କିଏ ଉଠିବ ତାକୁ ନେଇ ଚାଲିଛି ଟଣାଓଟରା। ସ୍ଥାୟୀ ଦୋକାନୀ ଓ ଉଠା ଦୋକାନୀ ମଧ୍ୟରେ ବିବାଦ...

ଟ୍ରେନ ଫେରନ୍ତା ଯୁବକଙ୍କଠାରୁ ଲୁଟ୍‌

ଭୁବନେଶ୍ୱର, ୭ା୩(ବ୍ୟୁରୋ): ରାଜଧାନୀରେ ରାତିରେ କିନ୍ନରମାନଙ୍କ ଉପତ୍ାତ ଦିନକୁ ଦିନ ବଢିବାରେ ଲାଗିଛି। ଗୁରୁବାର ରାତିରେ ମାଷ୍ଟରକ୍ୟାଣ୍ଟିନ ଛକରେ ଜଣେ ଟ୍ରେନ ଫେରନ୍ତା ଯାତ୍ରୀଙ୍କୁ ଲୁଟପାଟ...

‘ଭାରତୀୟ ସଂସ୍କୃତି ପ୍ରତି ବିଶ୍ୱ ଆକର୍ଷିତ

ଛତ୍ରପୁର,୨୭।୬(ଡି.ଏନ.ଏ.)-ଭାରତର ସଂସ୍କୃତି ଓ ଆଧ୍ୟାମତ୍ିକ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇ ପୂର୍ବରୁ ବିଭିନ୍ନ ଦେଶର ବିଦ୍ୱାନମାନେ ଆସି ନିଜକୁ ଏଥିରେ ସମର୍ପି ଦେଇଛନ୍ତି। ଭାରତର ସନ୍ଥ,...

ସୁଷମାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୭।୮(ବ୍ୟୁରୋ) : ବରିଷ୍ଠ ଭାଜପା ନେତ୍ରୀ ତଥା ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ବରାଜଙ୍କ ମଙ୍ଗଳବାର ରାତିରେ ହୃଦଘାତରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ସମଗ୍ର...

୩ ଜିଲାରେ ଟେଷ୍ଟିଂ, ଟିକାକରଣ, ଘରକୁ ଘର ସର୍ଭେ ବନ୍ଦ

ଭୁବନେଶ୍ୱର, ୨୪।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୩ଟି ଜିଲାରେ କୋଭିଡ୍‌-୧୯ ଟେଷ୍ଟିଂ, ଟିକାକରଣ ଓ ଘରକୁ ଘର ସର୍ଭେ ବାତିଲ କରିଛନ୍ତି।...

Advertisement
Archives

Model This Week