ପ୍ଲଟ ପ୍ରିୟ ସରକାରୀ ବାବୁ: ଲାଞ୍ଚ ଟଙ୍କାରେ କରିଛନ୍ତି ୫୭ ଏକର ଜମି, ୨ ଫାର୍ମହାଉସ୍‌

ଭୁବନେଶ୍ୱର/ଭବାନୀପାଟଣା,୩୦।୬ (ଉତ୍ତମ କୁମାର ଦାଶ): ମୃତ୍ତିକା ସଂରକ୍ଷଣ ଏବଂ ଜଳଛାୟା ବିକାଶ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ରେଡ୍‌ କରିଛି। ଏହି ରେଡ୍‌ରେ ଦୟାନିଧିଙ୍କ ନାଁରେ ୫୭ ଏକର ଜମି, ଦୁଇଟି ଫାର୍ମହାଉସ୍‌, ଏକ ସପିଂ କମ୍ପ୍ଲେକ୍ସ ଏବଂ ବେନାମୀ ଗାଡ଼ି ଠାବ ହୋଇଛି।

ଭିଜିଲାନ୍ସ ତଦନ୍ତରୁ ଜଣାପଡ଼ିଛି ଯେ, ଦୟାନିଧିଙ୍କ ନାଁରେ ଭୁବନେଶ୍ବର ଗୋଠପାଟଣାରେ ଏକ 3-BHK ଫ୍ଲାଟ୍‌, ଚନ୍ଦ୍ରଶେଖରପୁରରେ ଏକ ବିଲ୍ଡିଂ, ନବରଙ୍ଗପୁରରେ ୩ ହଜାର ବର୍ଗଫୁଟର ଏକ ନିର୍ମାଣାଧୀନ କୋଠା ଏବଂ ଏକ ସପିଂ କମ୍ପ୍ଲେକ୍ସ ରହିଛି। ଏହା ସହ ନବରଙ୍ଗପୁରରେ ୪୦ ଏକରର ଏକ ଫାର୍ମହାଉସ୍‌ରେ ପ୍ରାୟ ୧ କୋଟି ଟଙ୍କାର ବିନିଯୋଗ କରାଯାଇଛି। ଏହା ବ୍ୟତୀତ ୬ ଏକରର ଆଉ ଏକ ଫାର୍ମହାଉସ୍‌ରେ ୩୪ ଲକ୍ଷ ଟଙ୍କା ବିନିଯୋଗ ହୋଇଥିବା ଜଣାପଡ଼ିଛି। ଭବାନୀପାଟଣା ଉପକଣ୍ଠରେ ଆଉ ୧୧ ଏକର ଜମି ମଧ୍ୟ ଠାବ ହୋଇଛି।

ତଦନ୍ତ ସମୟରେ ୫୫ ଲକ୍ଷ ଟଙ୍କାର ବ୍ୟାଙ୍କ ଜମା ଏବଂ ଏକ ଚାରି ଚକିଆ ବେନାମୀ ଗାଡ଼ି ମଧ୍ୟ ଜବତ କରାଯାଇଛି। ଭିଜିଲାନ୍ସ ବିଭାଗ ଏହି ସମ୍ପତ୍ତିର ଉତ୍ସ ସମ୍ପର୍କରେ ଗଭୀର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026 ର ପ୍ରାରମ୍ଭିକ ମ୍ୟାଚରୁ ବାଦ ପଡ଼ିଲେ ଧୋନୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଆଜି ଅର୍ଥାତ୍‌ ଶନିବାର, ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଶନିବାର RCB ଏବଂ…

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

ଓକିଲ ସଂଘ ନିର୍ବାଚନ: ମଇଦାନରେ ୬ ପ୍ରାର୍ଥୀ, ସରଗରମ କୋର୍ଟ ପରିସର

ପୁରୁଷୋତ୍ତମପୁର,୨୮।୩ (ସବିତା ମିଶ୍ର): ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ଚାଲିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟ ପରିସରରେ ନିର୍ବାଚନ ଉଷ୍ମତା ସରଗରମ ହୋଇଉଠିଛି…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri