ଭିଜିଲାନ୍ସ ଜାଲରେ ବିଡିଓ, ଚାଲିଛି ୮ ସ୍ଥାନରେ ଚଢାଉ

ଭୁବନେଶ୍ୱର,୭।୮: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠଗଡ ବିଡିଓ ପ୍ରଦୀପ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ପ୍ରଦୀପଙ୍କ ପୈତୃକ ଘର ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ ଓ ଆଠଗଡ ସମେତ ଏକକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି। ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ ପକ୍ଷରୁ ଖୋର୍ଦ୍ଧା ଭଲିଆବାଡ଼ିରେ ଥିବା ବିଲ୍ଡିଂ, ରାଜସୁନାଖଳାରେ ଥିବା ୩ ମହଲା କୋଠା,ରାଜ ସୁନାଖଳାରେ ଥିବା ପୈତୃକ ଘର, ଭୁବନେଶ୍ୱର ଗୌତମନଗରସ୍ଥିତ ଶ୍ରୀ ଏନକ୍ଲେଭ ଆପାର୍ଟମେଣ୍ଟ ଦ୍ୱିତୀୟ ମହଲାରେ ଥିବା ଘର, ଖୋର୍ଦ୍ଧା ପିଚୁକୁଳିରେ ଥିବା ସମ୍ପର୍କୀୟଙ୍କ ଘର, ଆଠଗଡ଼ରେ ଥିବା ଅଫିସ ଓ କ୍ୱାର୍ଟସରେ ରେଡ କରାଯାଉଛି। ଏହି ଚାଉରେ ୬ ଜଣ ଡିଏସପି, ୬ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସଆଇ ଓ ଅନ୍ୟ ଷ୍ଟାଫ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବି ଅନ୍ଧାରରେ ନେହେଲା: ଦୁର୍ଗମ ଅଞ୍ଚଳରେ ସାତସପନ ବିଜୁଳି

ଥୁଆମୂଳ ରାମପୁର,୩୦ା୪ (ଦୁର୍ଗା କୀର୍ତ୍ତି):ସରକାର ସବୁ ଗାଁକୁ ବିଜୁଳିର ନାରା ଦେଉଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଦୁର୍ଗମ ଅଞ୍ଚଳରେ ଏହା ଏବେ ବି…

ଭିନ୍ନକ୍ଷମଙ୍କ ପାଖରେ ସରକାରୀ ସୁବିଧା ଅପହଞ୍ଚ: ଜିଲାପାଳଙ୍କ ଦ୍ୱାରସ୍ଥ

ନୂଆପଡ଼ା,୩୦ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ମାନିଗୁଡ଼ା ପଞ୍ଚାୟତ ନାଏକପଡ଼ା ଗଁାର ଜଣେ ଭିନ୍ନକ୍ଷମ ଯୁବତୀ ବିଭିନ୍ନ ସମସ୍ୟା ନେଇ ବୁଧବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି।…

ସରିଲା ନିର୍ବାଚନ, ବଢିଯିବ ପେଟ୍ରୋଲ-ଡିଜେଲ ଦର? ଭରି ଦିଅନ୍ତୁ ଟାଙ୍କି…

ନୂଆଦିଲ୍ଲୀ,୩୦।୪: ନିର୍ବାଚନ ପରେ ବଢିପାରେ ପେଟ୍ରୋଲ-ଡିଜେଲ ଦର! ଏସବୁ ଆଲୋଚନା ଭିତରେ ନିର୍ୱାଚନ ସରିଛି। ତେବେ ବର୍ତ୍ତମାନ ଚର୍ଚ୍ଚା ହେଉଛି କି ପେଟ୍ରୋଲ ରେଟ୍‌ ବଢିପାରେ। ନିର୍ୱାଚନ…

ବାଛୁରୀକୁ ଖାଇଦେଲା ବାଘ! ଗାଁରେ ଖେଲିଗଲା ଆତଙ୍କ

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲା ଆମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଖେଳିଯାଇଛି। ବୁଧବାର ବିଳମ୍ବିତ ରାତିରେ ଉକ୍ତ ବ୍ଲକ ଅନ୍ତର୍ଗତ କର୍ଲା ଗ୍ରାମର ଗୋପାଳ ଭୋଇଙ୍କ ଗୁହାଳରେ…

ଜିତୁ ମୁଣ୍ଡାଙ୍କୁ ମାସକର ଦରମା ଦେବେ ରାଜସ୍ଥାନ ଭାଜପା ମନ୍ତ୍ରୀ: କହୁ କହୁ କହିଦେଲେ ଏମିତି କଥା

ଜୟପୁର,୩୦ା୪ (ପି.ଟି.):କେନ୍ଦୁଝର ଜିଲାରେ ଜମା ଟଙ୍କା ପାଇବା ପାଇଁ ବ୍ୟାଙ୍କକୁ ଜଣେ ଆଦିବାସୀ ବ୍ୟକ୍ତି ଭଉଣୀଙ୍କ କଙ୍କାଳ ବୋହି ଆଣିବା ଘଟଣାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ…

ସମୃଦ୍ଧିର ପ୍ରତୀକ

ଲକ୍ଷ୍ମୀଙ୍କ ଦୁଇ ପାଖରେ ଦୁଇଟି ହାତୀ ତାଙ୍କ ମୁଣ୍ଡ ଉପରେ ପାଣି ଢାଳୁଥିବାର ଛବି ବା ମୂର୍ତ୍ତି ସାରା ଭାରତରେ ବେଶ୍‌ ଜଣାଶୁଣା। ଏହାକୁ ସମୃଦ୍ଧିର ପ୍ରତୀକ…

ଦିନରେ ଗୁଳୁଗୁଳି, ଅପରାହ୍ନରେ ଝଡ଼ବର୍ଷା: ୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୩୦ା୪(ଅନୁରାଧା ମହାରଣା):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୬ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବାକୁ ଥିବାବେଳେ ଅପରାହ୍ନରେ ଝଡ଼ବର୍ଷା…

ଧାନବିକ୍ରି ନ ହେବା ଘଟଣାରେ ଉଚ୍ଚ ନ୍ୟାୟାଳୟର ବଡ଼ ରାୟ: ଯାଞ୍ଚ କରି ପଦକ୍ଷେପ ନେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ବରଗଡ,୩୦।୪(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଚାଷୀଙ୍କଠାରୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ଦେଖାଦେଇଥିବା ସମସ୍ୟାର ସମାଧାନ ପାଇଁ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୫-୨୬ ବର୍ଷର ଖରିଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri