ବଙ୍ଗୋପସାଗରରେ ଲଘୁଚାପ: ରଥଯାତ୍ରାରେ ଅତି ପ୍ରବଳ ବର୍ଷା, ଆହୁରି ୪ ଦିନ ହାଇଆଲର୍ଟ!

ଭୁବନେଶ୍ୱର,୧୫।୭: ପାଣିପାଗକୁ ନେଇ ବଡ଼ ଖବର । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ରଥଯାତ୍ରା ପୂର୍ବରୁ ପାଣିପାଗରେ ବଡ଼ ପରିବର୍ତ୍ତନ । ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗିରହିଥିବା ବେଳେ ଲଘୁଚାପ ସକ୍ରିୟ ରହିଛି । ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳର ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଲାଗି ରହିଛି । ଉତ୍ତର ଉପକୂଳକୁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଅତିରୁ ଅତି ପ୍ରବଳ ବର୍ଷା ହେବା ନେଇ ୩ଟି ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି ।

୩ ଜିଲ୍ଲା ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ଅତି ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି । ସମ୍ପୂର୍ଣ୍ଣ ଉତ୍ତର ଉପକୂଳ ଜିଲ୍ଲାକୁ ପ୍ରବଳରୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଦିଆଯାଇଛି । ଲଘୁଚାପ ସକ୍ରିୟ ଥିବାରୁ ଜୁଲାଇ ୧୮ ତାରିଖ ଯାଏ ସମୁଦ୍ର ଅଶାନ୍ତ ରହିବ । ଏଣୁ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ବର୍ଷା ପାଇଁ ଆଜି ଭଦ୍ରକ ଏବଂ ପୁରୀରେ ସ୍କୁଲ ଛୁଟି ଘୋଷଣା କରାଯାଇଥିଲା ।

 


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri