ଓଡ଼ିଶା ହେବ ଗେରୁଆମୟ, ଏମିତି କାହିଁକି କହିଲେ ଶାହା

ରାଉରକେଲା,୧୭।୫: ରାଉରକେଲାରୁ ଦମ୍ଭୋକ୍ତି ଦେଖାଇଛନ୍ତି ଗୃହମନ୍ତ୍ରୀ ଅମିତ ଶାହା । କହିଲେ, ଓଡିଶା ହେବ ଗେରୁଆମୟ। ରାଜ୍ୟରେ ଭାଜପା ୧୫ ଲୋକ ସଭା ଆସନ ସହ ୭୫ ବିଧାନସଭା ଆସନ ଜିତିବ। ଏଥର ଓଡିଶାରେ ଭାଜପା ସରକାର ସହିତ କେନ୍ଦ୍ରରେ ମଧ୍ୟ ବିଜେପି ସରକାର ଗଢିବ ବୋଲି କହିଛନ୍ତି ବିଜେପି ଚାଣକ୍ୟ ଅମିତ ଶାହା ।

ରାଉରକେଲାରେ ଜନସଭାକୁ ସମ୍ବୋଧିତ କରି ଶାହା କହିଛନ୍ତି, ନିର୍ବାଚନର ଏପର୍ଯ୍ୟନ୍ତ ଯେଉଁ ୪ଟି ପର୍ଯ୍ୟାୟ ଶେଷ ହେଇଛି, ସେଥିରେ ମୋଦି ୨୭୦ ସିଟ ପାର୍‌ କରି ୪୦୦ ସିଟ ଅଭିମୁଖେ ବଢୁଛନ୍ତି । ଏଥର ଓଡିଶାରେ ମଧ୍ୟ ପଦ୍ମ ଫୁଲର ସରକାର ହେବ । ଓଡିଶାରେ ଡବଲ ପରିବର୍ତ୍ତନ ହେବାକୁ ଯାଉଛି । ଲୋକ ସଭାରେ ୧୫ରୁ ଅଧିକ ଏମପି ଏବଂ ୭୫ରୁ ଅଧିକ ବିଧାୟକ ସହିତ ଓଡିଶା ଗେରୁଆ ରଙ୍ଗରେ ରଙ୍ଗୀନ ହେବାକୁ ଯାଉଛି ବୋଲି ଶାହା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରମିଳାଙ୍କ ଘରେ ବୈଠକ ପରେ ପ୍ରୀତିରଞ୍ଜନ ଘଡ଼ାଇଙ୍କ ବିସ୍ଫୋରଣ, କହିଲେ ନିଜକୁ ବାଘ…

ଭୁବନେଶ୍ବର, ୨୦|୧ : ପ୍ରମିଳା ମଲ୍ଲିକଙ୍କ ଘରେ ପୁଣିଥରେ ଯାଜପୁର ବିଜେଡି ନେତାଙ୍କ ମେଳି ଦେଖିବାକୁ ମିଳିଛି । ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ପ୍ରୀତିରଞ୍ଜନ...

ନବୀନଙ୍କ ସହ କଥା ହେବା ପରେ ଉତ୍ତର ରଖିବି, କାହିଁକି ଏପରି କହିଲେ ବିଜେଡିରୁ ବିତାଡ଼ିତ ଅରବିନ୍ଦ

ଭୁବନେଶ୍ୱର,୧୮ା୧: କିଛିଦିନ ତଳେ ବିଜେଡିରୁ ବହିଷ୍କୃତ ହୋଇଥିବା ବିଧାୟକ ଅରବିନ୍ଦ ମହାପାତ୍ର ଶେଷରେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ସବୁଦିନ ମୋ’ ବିରୋଧରେ ନୂଆ ନୂଆ...

ଆସାମରେ ପ୍ରଧାନମନ୍ତ୍ରୀ: କହିଲେ ଆଜି ସାରା ଦେଶର ଲୋକଙ୍କ ପ୍ରଥମ ପସନ୍ଦ…

ଦିଶପୁର,୧୮ା୧: ଆସାମର କାଲିଆବୋରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଞ୍ଚିଛନ୍ତି। ଏକ ରାଲିରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି ଭାଜପା ସାରା ଦେଶର ଲୋକଙ୍କ ପ୍ରଥମ...

୨୦୨୭ ଏହି ମାସରେ ହେବ ପଞ୍ଚାୟତ ନିର୍ବାଚନ: ବଡ ସୂଚନା ଦେଲେ ଓଡ଼ିଶା ନିର୍ବାଚନ କମିଶନର

ଭୁବନେଶ୍ୱର,୧୭।୧: ଓଡ଼ିଶାରେ ଆସନ୍ତା ବର୍ଷ (୨୦୨୭) ଜାନୁଆରୀ ଓ ଫେବୃଆରୀ ମାସରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହୋଇପାରେ। ଶନିବାର ଗଣମାଧ୍ୟମକୁ ସୂଚନା ଦେଇ ରାଜ୍ୟ...

୨ ବିଧାୟକଙ୍କ ପରେ ବିଜେଡିରୁ ବିଦା ହେଲେ ଗଣେଶ୍ବର

ଭୁବନେଶ୍ୱର,୧୬।୨: ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ...

ସନାତନ-ଅରବିନ୍ଦଙ୍କ ପରେ ଏଥର କିଏ? ନବୀନ ନେବେ କି କଡ଼ା କାର୍ଯ୍ୟାନୁଷ୍ଠାନ, ଚର୍ଚ୍ଚାରେ ରହିଛନ୍ତି…

ଭୁବନେଶ୍ୱର, ୧୬।୧(ସୁନିତ୍‌ ମିଶ୍ର): ବିଜେଡି ବିରୋଧରେ ଲଗାତର ତାଙ୍କ ଦଳର କେତେଜଣ ବରିଷ୍ଠ ନେତା ଗଣମାଧ୍ୟମ ଆଗରେ ବିବୃତି ରଖୁଥିବା ବେଳେ ଆଉ କେତେଜଣ ଯୁବଗୋଷ୍ଠୀ...

ମହଙ୍ଗା ପଡ଼ିଲା କି “ନବୀନ ମୋ ନେତା, ପାଣ୍ଡିଆନ ନେତା ନୁହନ୍ତି” ମନ୍ତବ୍ୟ

ଭୁବନେଶ୍ଵର,୧୬ା୧: ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଏକ ବଡ଼ ନିଷ୍ପତ୍ତି କ୍ରମେ ଦଳରୁ ଦୁଇ ବିଧାୟକ ଅରବିନ୍ଦ ମହାପାତ୍ର (ପାଟକୁରା) ଏବଂ ସନାତନ ମହାକୁଡ଼ (ଚମ୍ପୁଆ)ଙ୍କୁ...

ନବୀନଙ୍କୁ ନେଇ ଏମିତି କିଛି ଭିତିରି କଥା କହିଲେ ଲତିକା ପ୍ରଧାନ, ଗଞ୍ଜାମ ପାଇଁ…

ଭୁବନେଶ୍ୱର,୧୧ା୧: ଗଞ୍ଜାମରେ ବିଜେଡି ସ୍ଥିତିକୁ ନେଇ କିଛି ଭିତିରି କଥା କହିଛନ୍ତି ଲତିକା ପ୍ରଧାନ। ସେ କହିଛନ୍ତି, ଗଞ୍ଜାମ ନେତାଙ୍କୁ ଦାୟିତ୍ୱ ନ ଦେବାରୁ ସଂଗଠନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri