ଓଡ଼ିଶା ହେବ ଗେରୁଆମୟ, ଏମିତି କାହିଁକି କହିଲେ ଶାହା

ରାଉରକେଲା,୧୭।୫: ରାଉରକେଲାରୁ ଦମ୍ଭୋକ୍ତି ଦେଖାଇଛନ୍ତି ଗୃହମନ୍ତ୍ରୀ ଅମିତ ଶାହା । କହିଲେ, ଓଡିଶା ହେବ ଗେରୁଆମୟ। ରାଜ୍ୟରେ ଭାଜପା ୧୫ ଲୋକ ସଭା ଆସନ ସହ ୭୫ ବିଧାନସଭା ଆସନ ଜିତିବ। ଏଥର ଓଡିଶାରେ ଭାଜପା ସରକାର ସହିତ କେନ୍ଦ୍ରରେ ମଧ୍ୟ ବିଜେପି ସରକାର ଗଢିବ ବୋଲି କହିଛନ୍ତି ବିଜେପି ଚାଣକ୍ୟ ଅମିତ ଶାହା ।

ରାଉରକେଲାରେ ଜନସଭାକୁ ସମ୍ବୋଧିତ କରି ଶାହା କହିଛନ୍ତି, ନିର୍ବାଚନର ଏପର୍ଯ୍ୟନ୍ତ ଯେଉଁ ୪ଟି ପର୍ଯ୍ୟାୟ ଶେଷ ହେଇଛି, ସେଥିରେ ମୋଦି ୨୭୦ ସିଟ ପାର୍‌ କରି ୪୦୦ ସିଟ ଅଭିମୁଖେ ବଢୁଛନ୍ତି । ଏଥର ଓଡିଶାରେ ମଧ୍ୟ ପଦ୍ମ ଫୁଲର ସରକାର ହେବ । ଓଡିଶାରେ ଡବଲ ପରିବର୍ତ୍ତନ ହେବାକୁ ଯାଉଛି । ଲୋକ ସଭାରେ ୧୫ରୁ ଅଧିକ ଏମପି ଏବଂ ୭୫ରୁ ଅଧିକ ବିଧାୟକ ସହିତ ଓଡିଶା ଗେରୁଆ ରଙ୍ଗରେ ରଙ୍ଗୀନ ହେବାକୁ ଯାଉଛି ବୋଲି ଶାହା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?