ଓଡ଼ିଶା ମାଟିର ଝିଅ କିମ୍ବା ପୁଅ ହେବେ ଭାଜପା ମୁଖ୍ୟମନ୍ତ୍ରୀ, ଖୋଲି କହିଦେଲେ ମୋଦି

କେନ୍ଦ୍ରାପଡ଼ା,୨୯ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କେନ୍ଦ୍ରାପଡ଼ାରେ ଆୟୋଜିତ ଏକ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି। ଏହି ସମାବେଶକୁ ଉଦ୍‌ବୋଧନ ଦେଇ ମୋଦି କହିଛନ୍ତି, ଆଗାମୀ ୬ ମାସ ମଧ୍ୟରେ ବିଜେଡିରେ ବଡ଼ଧରଣର ବିସ୍ଫୋରଣ ହେବ। ଓଡ଼ିଶା ଏଥର ଡବଲ ଇଞ୍ଜିନ ସରକାର ଚାହୁଁଛି। ଓଡ଼ିଶା ମାଟିର ପୁଅ କିମ୍ବା ଝିଅ ଏଥର ଭାଜପାର ମୁଖ୍ୟମନ୍ତ୍ରୀ ହେବେ। ୪ ଜୁନ୍‌ ପରେ ଓଡ଼ିଶା ନୂଆ ସରକାର ଦେଖିବ। ୧୦ ଜୁନ୍‌ରେ ଭାଜପାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ। ଯଦିଓ ପ୍ରଧାନମନ୍ତ୍ରୀ କିଏ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବେ ତାଙ୍କ ନାଁ ନେଇ ନାହାନ୍ତି ତଥାପି ସୂଚେଇ ଦେଇ କହିଛନ୍ତି ଯେ, ଏଥର ଓଡ଼ିଶାର ଜଣେ ପୁଅ କିମ୍ବା ଝିଅ ଭାଜପା ମୁଖ୍ୟମନ୍ତ୍ରୀ ହେବେ। ମୋଦିଙ୍କ ଏହି କଥା ପରେ ରାଜନୈତିକ ମହଲରେ ବେଶ୍‌ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ତେବେ ଜୁନ୍‌ ୪ ପରେ ଏହା ଉପରୁ ପରଦା ହଟିବ ବୋଲି ରାଜ୍ୟବାସୀ ଆଶାବାଦୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri