ଓଡ଼ିଶା ଆସିବେ ଇଡି ନିର୍ଦ୍ଦେଶକ, ଖୋଲିବେ ପୁରୁଣା ଫାଇଲ୍‌

ଭୁବନେଶ୍ୱର,୨୬ା୮: ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସିବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳଳୟ ନିର୍ଦ୍ଦେଶକ(ଇଡି ନିର୍ଦ୍ଦେଶକ) ରାହୁଲ ନବୀନ। ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ତାଙ୍କର ଏହି ଗସ୍ତ ସମୟରେ ଏକାଧିକ ପୁରୁଣା ଫାଇଲ ଖୋଲିବା ସହ ନୂଆ ମାମଲା ରୁଜୁ ହୋଇପାରେ ବୋଲି ଆଶଙ୍କା କରାଯାଉଛି। ଭୁବନେଶ୍ୱର ସହ ସେ ପୁରୀ ଏବଂ କଟକ ଗସ୍ତରେ ଯିବେ। ଯାହାକୁ ନେଇ ଏବେଠାରୁ କଳାକାରନାମାରେ ଲିପ୍ତ ବ୍ୟକ୍ତିବିଶେଷଙ୍କ ମଧ୍ୟରେ ଛନକା ପଶିଗଲାଣି।

୧୯୯୩ ବ୍ୟାଚ୍‌ ଭାରତୀୟ ରାଜସ୍ବ ସେବା (ଆଇଆର୍‌ଏସ୍‌) ଅଧିକାରୀ ରାହୁଲ ନବୀନଙ୍କୁ ଏନ୍‌ଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ର ନୂତନ ନିର୍ଦ୍ଦେଶକ ଭାବରେ ଗତ ୧୪ ତାରିଖରେ ନିଯୁକ୍ତ କରାଯାଇଥିଲା।
ନିର୍ଦ୍ଦେଶକ ଭାବରେ ନିଯୁକ୍ତ ହେବା ପୂର୍ବରୁ ନବୀନ ଇଡିର ସ୍ବତନ୍ତ୍ର ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରୁଥିଲେ।
ଏହାପୂର୍ବରୁ କ୍ୟାବିନେଟ୍‌ର ନିଯୁକ୍ତି କମିଟି (ଏସିସି) ରାହୁଲ ନବୀନଙ୍କ ପଦବୀକୁ ଅତିରିକ୍ତ ସଚିବ ସ୍ତରକୁ ଉନ୍ନୀତ କରିବାକୁ ଇଡି ନିର୍ଦ୍ଦେଶକ ପଦବୀ ପାଇଁ ଅନୁମୋଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’

ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍‌(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍‌ର ପ୍ରଥମ ‘ପଥ ଉତ୍ସବ’...

ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...

ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ଯିବେ ରାଜଦରବାର

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଓହ୍ଲାଇଛନ୍ତି। କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ରାଜଦରବାର ଯିବେ।...

ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଷ୍ଟାଲିନ ସରକାରଙ୍କୁ ଭାଜପାର କଡ଼ା ନିନ୍ଦା

ଭୁବନେଶ୍ୱର,୩୦ ।୧୨: ତାମିଲନାଡୁରେ ଜଣେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଏହି ଘଟଣାକୁ ନେଇ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ତୀବ୍ର ପ୍ରତିକ୍ରିୟା...

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ଅଭିଭାଙ୍କ ସମ୍ପତ୍ତି କେତେ? ଏମିତି କରନ୍ତି ମୋଟା ଅଙ୍କର ରୋଜଗାର

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରମୁଖ ରାଜନୈତିକ ପରିବାର ମଧ୍ୟରୁ ଗୋଟିଏ ଗାନ୍ଧୀ-ଭଦ୍ରା ପରିବାର ଖୁବ ଶୀଘ୍ର ବିବାହ ଘୋଷଣା କରିବାକୁ ଯାଉଛନ୍ତି। ପ୍ରସ୍ତୁତି ଚାଲିଛି, ଏବଂ ବିବାହ...

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri