ଆହୁରି ୩ରୁ ୪ ଦିନ ଥରିବ ଓଡ଼ିଶା

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ଶୀତରେ ଥରୁଛି ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତର ସବୁଠି ଥରାଉଛି କୋହଲା ପବନ। ଦିନ ତମାମ କୋହଲା ପବନ ବହୁଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଉତ୍ତର-ପଶ୍ଚିମ ତଥା ଉତ୍ତର ଦିଗରୁ ପ୍ରବାହିତ ଶୁଷ୍କ ଥଣ୍ଡା ବାୟୁ ଫଳରେ ରାଜ୍ୟରେ ପାରଦ ଖସୁଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ଆଗାମୀ ୩-୪ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।

ଆଉ ଏହି ସମୟରେ ରାଜ୍ୟରେ ତାପମାତ୍ରା ସାଧାରଣ ଠାରୁ ୨ରୁ ୩ ଡିଗ୍ରୀ କମ୍‌ ରହିବ। ରବିବାର ରାଜ୍ୟର ୯ଟି ସହରରେ ତାପମାତ୍ରା ୧୨ଡିଗ୍ରୀ ତଳେ ରହିଛି। ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ୮.୫ଡିଗ୍ରୀ ସେଲ୍‌ସିୟସ ରହିଛି। ଏହା ପରେ ବଲାଙ୍ଗୀର ୯, କୋରାପୁଟ ୯.୫, ଫୁଲବାଣୀ ୯.୫, ସୁନ୍ଦରଗଡ଼ ୧୦, ସୋନପୁର ୧୦.୮, ଟିଟିଲାଗଡ଼ ୧୦.୮, ଝାରସୁଗୁଡ଼ା ୧୧.୨, ଭବାନୀପାଟଣା ୧୧.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାତଙ୍କୁ ବିଶ୍ୱାସଘାତକ କହିଲେ ନବୀନ, ଜବାବରେ ପ୍ରଭାତ ବିଶ୍ବାଳ କହିଲେ ଏମିତି…ରାଜନୀତିରେ ଚହଳ

ଭୁବନେଶ୍ୱର, ୧୩।୭: ପ୍ରଭାତ ବିଶ୍ୱାଳଙ୍କ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ। ପ୍ରଭାତଙ୍କୁ ବିଶ୍ୱାସଘାତକ କହି ଟାର୍ଗେଟ୍‌ କରିଛନ୍ତି। ଚୌଦ୍ବାର ବିଜେଡି କର୍ମୀଙ୍କୁ ସମ୍ବୋଧନ ବେଳେ ଏପରି କହିଛନ୍ତି…

ପ୍ରେମିକାଙ୍କୁ ଦେଖାକରିବାକୁ ଆସିଥିଲେ, ହଠାତ୍‌ ମା’ ଆସିଯିବାରୁ…

ଭୁବନେଶ୍ୱର,୧୩।୭: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଜଳବାୟୁ ଟାୱାର ତଳୁ ଛାତ୍ରଙ୍କ ମୃତଦେହ ମିଳିବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପ୍ରେମିକାକୁ ଦେଖା କରିବାକୁ ଆସିଥିଲା ବେଳେ ୧୦ମ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ଆପାର୍ଟମେଣ୍ଟ ତଳୁ ମିଳିଲା ମୃତଦେହ

ଭୁବନେଶ୍ୱର,୧୩।୭: ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ।…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

ଟିମ ଇଣ୍ଡିଆକୁ ଫେରିବେ ସୂର୍ଯ୍ୟକୁମାର! ସାମ୍ନାରେ ବଡ଼ ସର୍ତ୍ତ ରଖିଲା BCCI

ନୂଆଦିଲ୍ଲୀ, ୧୩।୭: ୨୦୨୬ ଟି-୨୦ ୱାଲର୍‌ଡ କପ ଟ୍ରଫି ଜିତିବା ସତ୍ତ୍ୱେ ଭାରତୀୟ ଟି-୨୦ ଦଳରୁ ବାଦ୍‌ ପଡ଼ିଥିବା ଷ୍ଟାର୍‌ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ…

କଳାହାଣ୍ଡିରେ ପୁଣି କୁମ୍ଭୀର ଆତଙ୍କ ଭାଲୁ ବୁଟୁରା ନାଳରେ କୁମ୍ଭୀର

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାତୀନଦୀର ପିଲାସ ଗାଁ ଘାଟ ନିକଟରେ ଗତ କିଛି ଦିନ ତଳେ ଏକ କୁମ୍ଭୀର ଦେଖିବାକୁ ମିଳିଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri