ଓଡ଼ିଶାରୁ ୨୨ ପାଇବେ ପୋଲିସ୍‌ ମେଡାଲ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ସାଧାରଣତନ୍ତ୍ର ଦିବସ ଅବସରରେ ୯୩୯ ପୋଲିସ ଅଧିକାରୀ ପୁରସ୍କୃତ ହେବେ। ଏଥି ମଧ୍ୟରୁ ଓଡ଼ିଶାରୁ ୨୨ଜଣ ପୋଲିସ ମନୋନୀତ ହୋଇଛନ୍ତି। ୧୧ ଜଣ ଉତ୍କୃଷ୍ଟ ସେବା, ୯ ଜଣଙ୍କୁ ସାହାସିକତା ପାଇଁ ମନୋନୀତ କରାଯିବା ବେଳେ ଉଲ୍ଲେଖନୀୟ ସେବା ପାଇଁ ୨ ଜଣ ରାଷ୍ଟ୍ରପତି ପଦକ ଲାଗି ମନୋନୀତ ହୋଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଗଡିବନି ମୋ-ବସ୍‌

ଭୁବନେଶ୍ୱର,୭।୧୨(ବ୍ୟୁରୋ)-ବିଭିନ୍ନ କୃଷକ ସଙ୍ଗଠନ ପକ୍ଷରୁ ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ମୋ-ବସ ଚଳାଚଳକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବାତିଲ...

ପୁଣି ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୭୬୯୭କୁ ବୃଦ୍ଧି

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁସଂଖ୍ୟା କମୁନି। ଆଜି ସର୍ବାଧିକ ୬୯ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ...

ରାଜ୍ୟପାଳଙ୍କୁ ସିଏଜି ରିପୋର୍ଟ ପ୍ରଦାନ

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ଆସନ୍ତା ବଜେଟ ଅଧିବେଶନରେ ଉପସ୍ଥାପିତ ହେବାକୁ ଥିବା ଭାରତର ମହାଲେଖା ନିୟନ୍ତ୍ରକ ତଥା ମହାସମୀକ୍ଷକଙ୍କ ୨୦୧୯-୨୦ ସମାପ୍ତ ବର୍ଷ ପାଇଁ ‘ସମ୍ପାଦନ ଏବଂ ଅନୁପାଳନ...

ଗୋପ, ନିମାପଡ଼ା ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଗୋପ/ ନିମାପଡା, ୧୪ା୪(ଡି.ଏନ.ଏ.): ପୁରୀ ଜିଲାପାଳ ବଲଓ୍ବନ୍ତ ସିଂ ସୋମବାର ଗୋପ ଓ ନିମାପଡ଼ା ଅଞ୍ଚଳ ବୁଲି କରୋନା ସଂକ୍ରମଣ ରୋକିବାକୁ ନିଆଯାଇଥିବା ପଦକ୍ଷେପ ଅନୁଧ୍ୟାନ...

ଗ୍ରାମାଞ୍ଚଳରେ ଲୋକେ ମାନୁନାହାନ୍ତି ଲକଡାଉନ୍‌ ନିୟମ

ଭବାନୀପାଟଣା,୬।୪(ସ୍ବ.ପ୍ର): କରୋନା ଭୂତାଣୁ ନିୟନ୍ତ୍ରଣ ପାଇଁ ସରକାର ଲକ୍‌ଡାଉନ ନିୟମ କଡାକଡି କରିଛନ୍ତି। ତେବେ ଏବେବି କଳାହାଣ୍ଡି ଜିଲାର ବିଭିନ୍ନ ଗ୍ରାମାଞ୍ଚଳରେ ଲୋକେ ଲକ୍‌ଡାଉନ ନିୟମ...

ବିଧାୟକଙ୍କ ଗାଡ଼ି ଧକ୍କାରେ ଶିକ୍ଷକ ଗୁରୁତର

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ, ୨୨।୩(ଡି.ଏନ.ଏ.)- ୧୬ ନଂ. ଜାତୀୟ ରାଜପଥର ଭଣ୍ଡାରିପୋଖରୀ ନିକଟରେ ସୋମବାର ଅପରାହ୍ନରେ ବାଲେଶ୍ୱର ଜିଲା ରେମୁଣା ବିଧାୟକଙ୍କ ଗାଡ଼ି ଧକ୍କାରେ ଜଣେ ଶିକ୍ଷକ...

ଓଡିଏମ୍‌କୁ ଭାରତର ଶ୍ରେଷ୍ଠ ପଞ୍ଚମ ସ୍କୁଲ ମାନ୍ୟତା

ଭୁବନେଶ୍ୱର,୪।୧୦(ବ୍ୟୁରୋ): ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲକୁ ଶିକ୍ଷା କ୍ଷେତ୍ରରେ ପ୍ରଯୁକ୍ତି ବିଦ୍ୟାର ପ୍ରାୟୋଗିକ ସଫଳତା ଏବଂ ଗ୍ରାଣ୍ଡ୍‌ ଜୁରି ର଼୍ୟାଙ୍କିଂରେ ୨୦୧୯-୨୦ ଶିକ୍ଷାବର୍ଷ ନିମନ୍ତେ ସର୍ବଭାରତୀୟ...

ପୁରୀ: ହୋଟେଲ ଶିଳ୍ପରେ ତାଲା

ପୁରୀ ଅଫିସ,୨୩।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ବିଭିନ୍ନ ପ୍ରକାର ପଦକ୍ଷେପ ନେଇଛି। ନୂଆ ନୂଆ କଟକଣା ବି ଲଗାଉଛି। ପ୍ରଶାସନିକ...

Advertisement
Archives

Model This Week