ବାରିପଦା ସବୁଠୁ ଉତ୍ତପ୍ତ, ୪୪ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ୱର,୩୦।୩(ବ୍ୟୁରୋ): ଅସହ୍ୟ ହେଲାଣି ଖରା। ମଙ୍ଗଳବାର ରାଜ୍ୟର ୧୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବା ଜଣାପଡ଼ିଛି। ସେଥିରୁ ବାରିପଦା ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। ଏଠାରେ ତାପମାତ୍ରା ୪୪.୬ ଡିଗ୍ରୀ ରହିଥିଲା। ଏହାଛଡ଼ା ତାଳଚେରରେ ତାପମାତ୍ରା ୪୨.୭ ଡିଗ୍ରୀ ରହିଥିବା ବେଳେ ବୌଦ୍ଧରେ ୪୨,୫, ଝାରସୁଗୁଡ଼ାରେ ୪୨.୨, ବଲାଙ୍ଗୀରରେ ୪୨.୨, ଟିଟଲାଗଡ଼ରେ ୪୨, ଅନୁଗୋଳରେ ୪୧.୯, ସୋନପୁରରେ ୪୧.୮, ନୟାଗଡ଼ରେ ୪୧.୭, ବାଲେଶ୍ୱର-ହୀରାକୁଦରେ ୪୧.୪, ସମ୍ବଲପୁରରେ ୪୧.୩. ସୁନ୍ଦରଗଡ଼-ଭବାନୀପାଟଣା-ମାଲକାନଗିରିରେ ୪୧ ଏବଂ କଟକରେ ତାପମାତ୍ରା ୪୦.୫ ଡିଗ୍ରୀ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡୁଛନ୍ତି ବଡ ବଡ ନେତା, ପୁଣି ଦଳ ଛାଡିଲେ ଆଉ ଜଣେ Ex MLA

କେନ୍ଦୁଝର,୩।୩: ବିଜେଡିକୁ ପୁଣି ଝଟ୍‌କା। ଦଳ ଛାଡିଲେ ଆଉ ଜଣେ ପୂର୍ବତନ ବିଧାୟକ। ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ ଶଙ୍ଖ ଛାଡିଛନ୍ତି। ଶଙ୍ଖ ଛାଡି ପ୍ରେମାନନ୍ଦ...

କେନ୍ଦ୍ରାପଡାବାସୀଙ୍କୁ ସରକାରଙ୍କ ବଡ ଉପହାର, ଗଡିବ ମେମୁ ଟ୍ରେନ

ଭୁବନେଶ୍ୱର,୩।୩: ନିର୍ବାଚନ ପୂର୍ବରୁ ବଡ ଉପହାର ଦେଲେ ରାଜ୍ୟ ସରକାର। ବହୁ ପ୍ରତିକ୍ଷୀତ ପରାଦୀପ-ହରିଦାସପୁର ରେଳ ଲାଇନରେ ଗଡିବ ଯାତ୍ରୀବାହୀ ଟ୍ରେନ। ପାରାଦୀପରୁ କେନ୍ଦ୍ରାପଡ ଦେଇ...

ବରଯାତ୍ରୀଙ୍କୁ ଧରି ଫେରୁଥିବାବେଳେ ବ୍ରେକ୍‌ ଫେଲ ହେଲା ବସ୍‌

ଗଜପତି,୩।୩: ବରଯାତ୍ରୀଙ୍କୁ ଧରି ଫେରୁଥିଲେ ବେଳେ ବ୍ରେକ ଫେଲ ହେଲା ବସ। ଭାରସାମ୍ୟ ହରାଇ ବସ ରାସ୍ତା ପାର୍ଶ୍ୱରେ ଥିବା ବିରାଟକାୟ ପଥରରେ ପିଟି ହୋଇଯାଇଛି।...

ନିର୍ମାଣ ଶ୍ରମିକଙ୍କ ପେନ୍‌ସନ୍‌ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୩।୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନିର୍ମାଣ ଶ୍ରମିକମାନଙ୍କ ପେନ୍‌ସନ୍‌ ବୃଦ୍ଧି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡିଶା କୋଠାବାଡି ଓ ଅନ୍ୟାନ୍ୟ...

ଶଙ୍ଖ ଛାଡ଼ି ପଦ୍ମ ଧରିଲେ ଅରବିନ୍ଦ ଢାଲି

ଭୁବନେଶ୍ୱର,୩।୩: ପଦ୍ମ ଧରିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି। ରବିବାର ରାଜ୍ୟ ଭାଜପା କାର୍ଯ୍ୟଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଭାଜପାର ବହୁ ବରିଷ୍ଠ କର୍ମକର୍ତ୍ତାଙ୍କ...

ଆଜି ୭  ଜିଲାରେ ହାଲୁକା ବର୍ଷା

ଭୁବନେଶ୍ୱର,୩।୩: ରବିବାର ୭ଟି ଜିଲାରେ ହାଲୁକା ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏ  ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ...

ରାଜନଗରରେ ଚାଞ୍ଚଲ୍ୟ: ଘରୁ ମିଳିଲା ମା, ବାପା, ପୁଅଙ୍କ ମୃତଦେହ

ରାଜନଗର,୩।୩(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅଧୀନ ତାଳଚୁଆ ପଞ୍ଚାୟତ ରାଜେନ୍ଦ୍ରନଗର ଗ୍ରାମରେ ଚାଞ୍ଚଲ୍ୟକର ଘଟଣା ଘଟିଛି। ଏକ ଘରୁ ମା’, ବାପା, ଏବଂ...

ସର୍ଭିସ ବନ୍ଧୁକରୁ ନିଜକୁ ଗୁଳି କରି ଜୀବନ ହାରିଲେ ଯବାନ

ମହାକାଳପଡ଼ା,୩ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ କିଆରବାଙ୍କ ସ୍ଥିତ କେନ୍ଦ୍ର ସରକାରଙ୍କ ପ୍ରତିରକ୍ଷା ଗବେଷଣା ଉନ୍ନୟନ ସଂସ୍ଥା ( ରାଡ଼ାର କେନ୍ଦ୍ର)ପରିସରରେ ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri