Posted inଖେଳ

ରୋଇଂରୁ ଓଡ଼ିଶାକୁ ରୌପ୍ୟ, ବ୍ରୋଞ୍ଜ ପଦକ

ଭୁବନେଶ୍ୱର, ୧୦।୧୦ (କ୍ରୀଡ଼ା ପ୍ରତିନିଧି): ଗୁଜରାଟର ବିଭିନ୍ନ ସହରରେ ଚାଲିଥିବା ଜାତୀୟ କ୍ରୀଡ଼ାର ୩୬ତମ ସଂସ୍କରଣରେ ଓଡ଼ିଶା ରୋଇଂ ତାରକାମାନେ ରବିବାର ଗୋଟିଏ ଲେଖାଏ ରୌପ୍ୟ ଓ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଓଡ଼ିଶା ରୋଇଂ ଟିମ୍‌ର ଅନ୍ୟତମ ସଦସ୍ୟ ତୋମଥିଲଙ୍ଗାନବା ନାଗାଶେପାମ କେ-୧, ୧୦୦୦ ମିଟର ଇଭେଣ୍ଟରେ ରୌପ୍ୟ ପଦକ ଅର୍ଜନ କରିଛନ୍ତି। ସେହିପରି ସତ୍ୟମ ବାଲିଆନ ଓ ସୂରଜ ବିଜାଲେଙ୍କୁ ନେଇ ଗଠିତ କାନୋଇଂ ଟିମ୍‌ କେ-୨, ୧୦୦୦ ମିଟର ଇଭେଣ୍ଟରେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଓଡ଼ିଶା ମହିଳା ଫୁଟବଲ ଦଳର ଚମତ୍କାର ପ୍ରଦର୍ଶନ ଅବ୍ୟାହତ ରହିଛି। ସେମିଫାଇନାଲରେ ତାମିଲନାଡ଼ୁକୁ ହରାଇ ଓଡ଼ିଶା ଫାଇନାଲରେ ପ୍ରବେଶ କରିଛି। ସୋମବାର ଫାଇନାଲରେ ଓଡ଼ିଶା ଦଳ ମଣିପୁରକୁ ଭେଟିବ। ପ୍ରତିଯୋଗିତାର ଅଷ୍ଟମ ଦିବସ ଶେଷସୁଦ୍ଧା ଓଡ଼ିଶାର ପଦକ ସଂଖ୍ୟା ୧୯ରେ ପହଞ୍ଚତ୍ଛି। ଏହା ମଧ୍ୟରେ ୩ ସ୍ବର୍ଣ୍ଣ, ୭ ରୌପ୍ୟ ଓ ୯ ବ୍ରୋଞ୍ଜ ପଦକ ସାମିଲ।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶର ଧାରା ଓଡ଼ିଶା ସାରା: ୧୬୩ ହିତାଧିକାରୀଙ୍କୁ ଭତ୍ତା ବାଣ୍ଟିଲେ ବିଧାୟକ

ଭଞ୍ଜନଗର,୨୦ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ଭାଜପା ସରକାରର ଦୁଇ ବର୍ଷ ପୂର୍ତ୍ତି ଅବସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ…

ସରକାରଙ୍କ ବଡ଼ ପଦକ୍ଷେପ! ବ୍ୟାନ୍ ହେଲା ୧୬ ଔଷଧ, ଜାଣନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୨୦।୬: ରୋଗୀ ସୁରକ୍ଷାକୁ ପ୍ରାଥମିକତା ଦେଇ କେନ୍ଦ୍ର ସରକାର ତୁରନ୍ତ ପ୍ରଭାବରୁ ୧୬ଟି ଫିକ୍ସ ଡୋଜ କମ୍ବିନେଶନ (FDC) ଔଷଧର ଉତ୍ପାଦନ, ବିକ୍ରୟ ଏବଂ ବଣ୍ଟନକୁ ନିଷିଦ୍ଧ କରିଛନ୍ତି…

ଭୋଟର ତାଲିକାରୁ ନାଁ କଟିଯିବା ନେଇ ପ୍ରଶାସନ ପକ୍ଷରୁ ତଦନ୍ତ, ସେଟେଲମେଣ୍ଟ ଅଫିସର କହିଲେ କେହି ବି…

ପୁରୁଷୋତ୍ତମପୁର,୨୦ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଭୋଟର ତାଲିକାରୁ କିଛି ଭୋଟରଙ୍କ ନାମ ପୂର୍ବରୁ କଟିଯାଇଥିବାରୁ ବର୍ତ୍ତମାନ ସେମାନେ ସରକାରଙ୍କ ପକ୍ଷରୁ ଚାଲିଥିବା ଏସ୍‌ଆଇଆର୍‌ରୁ ବଞ୍ଚିତ ହେଉଥିବା…

ପିତୃ ଦିବସରେ ଆଖି ଭିଜେଇ ଦେବ ଏହି କାହାଣୀ! ବାପାଙ୍କୁ ନିଜ କିଡନୀ ଦାନ କରି ଜୀବନ ବଞ୍ଚାଇଲେ, ବ୍ଲଡ ଗ୍ରୁପ ଅଲଗା…

ନୂଆଦିଲ୍ଲୀ,୨୦।୬: ଜୁନ୍ ୨୧ତାରିଖରେ ପିତାଙ୍କ ପିତୃ ଦିବସ ପୂର୍ବରୁ ୧୮ ବର୍ଷୀୟ ଅଲି ରଜା ତାଙ୍କ ପିତା ଆବିଦ ରଜାଙ୍କୁ ତାଙ୍କର କିଡନୀ ଦାନ କରି ଏକ…

ଆମେରିକା-ଇରାନ ଚୁକ୍ତିକୁ ନେଇ ପୁଣି ଲଜ୍ଜିତ ହେଲା ପାକିସ୍ତାନ, ଜେଡି ଭାନ୍ସ କହିଲେ…

ଓ୍ବାଶିଂଟନ,୨୦।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମାକୁ ନେଇ ପାକିସ୍ତାନ ପୁଣିଥରେ ଚର୍ଚ୍ଚାରେ ଅଛି, କିନ୍ତୁ ଏଥର କାରଣ ପ୍ରଶଂସା ନୁହେଁ ବରଂ ସମାଲୋଚନା। ଆମେରିକାର…

ବଦଳିଲେ ଦିଲ୍ଲୀ କ୍ୟାପିଟାଲ୍ସର ମାଲିକ, ପନ୍ତଙ୍କ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରିବାକୁ ହେଲେଣି ସଜବାଜ

ନୂଆଦିଲ୍ଲୀ,୨୦।୬: ଏମିତି ସମୟ ଥିଲା ଯେତେବେଳେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଟ୍ରେଡ ହୋଇଥିଲା; ସେହି ସମୟରେ ଏହାକୁ IPL…

ରିଆଙ୍କ ୧.୩୫ କୋଟିର ଝୁମ୍‌କା ଗାଏବ୍‌

ଅଭିନେତା ଅନିଲ କପୁରଙ୍କ ସାନ ଝିଅ ପ୍ରଯୋଜିକା ରିଆ କପୁରଙ୍କ ଝୁମ୍‌କା ଚୋରି ହୋଇଯାଇଛି। ମେଟ ଗାଲା ଇଭେଣ୍ଟ ପାଇଁ ସେ ଭଡ଼ା ନେଇଥିବା ହୀରା ଏବଂ…

ଆମେରିକାର ଟାର୍ଗେଟରେ କିଏ? ଏହି ଦେଶ ଉପରେ ଆଟାକ୍ ନେଇ ଟ୍ରମ୍ପଙ୍କ ଖୁଲାସା

ଓ୍ବାଶିଂଟନ,୨୦।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଭେନେଜୁଏଲା ଏବଂ ଇରାନ ପରେ କ୍ୟୁବା ମଧ୍ୟ ଆମେରିକାର ରଣନୈତିକ ପ୍ରାଥମିକତା ମଧ୍ୟରୁ ଗୋଟିଏ ହୋଇପାରେ। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri