୨୦-୨୧ରେ ହିଟ୍‌ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)-ରାଜ୍ୟରେ ଗ୍ରୀଷ୍ମପ୍ରବାହ ଆହୁରି ଅସହ୍ୟ ହେବ। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସହ ଗୁଳୁଗୁଳି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଦିନର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ। ଆସନ୍ତା ଦୁଇଦିନ ପ୍ରବଳ ଗୁଳୁଗୁଳି ପାଇଁ ୟେଲୋ ଓ୍ବାନିର୍ର୍ଂ ଜାରି କରାଯାଇଥିବା ବେଳେ ୨୦ ଓ ୨୧ରେ ହିଟ୍‌ଓ୍ବେଭ୍‌ ଅନୁଭୂତ ହେବ। ବିଶେଷକରି ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳରେ ହିଟ୍‌ଓ୍ବେଭ୍‌ ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ, ଛୁଟି ନମିଳିବାରୁ…

ନୟାଗଡ଼,୫।୨(ଲୋକନାଥ ମିଶ୍ର): ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା…

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି…

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri