Odisha Elections 2024

୨୦-୨୧ରେ ହିଟ୍‌ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)-ରାଜ୍ୟରେ ଗ୍ରୀଷ୍ମପ୍ରବାହ ଆହୁରି ଅସହ୍ୟ ହେବ। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସହ ଗୁଳୁଗୁଳି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଦିନର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ। ଆସନ୍ତା ଦୁଇଦିନ ପ୍ରବଳ ଗୁଳୁଗୁଳି ପାଇଁ ୟେଲୋ ଓ୍ବାନିର୍ର୍ଂ ଜାରି କରାଯାଇଥିବା ବେଳେ ୨୦ ଓ ୨୧ରେ ହିଟ୍‌ଓ୍ବେଭ୍‌ ଅନୁଭୂତ ହେବ। ବିଶେଷକରି ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳରେ ହିଟ୍‌ଓ୍ବେଭ୍‌ ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ୨ ନାମଲେଖା: ୭ରୁ ଆବେଦନ

ଭୁବନେଶ୍ୱର, ୧।୬(ଅସମାପିକା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୪-୨୫ ନିମନ୍ତେ ଯୁକ୍ତ୨ ପ୍ରଥମ ବର୍ଷ ବା ଏକାଦଶ ଶ୍ରେଣୀରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ସଂସ୍କୃତ...

Exit poll: କେନ୍ଦ୍ରରେ ଭାଜପା ସରକାର! ଜାଣନ୍ତୁ ଓଡ଼ିଶାରେ କିଏ ଆଗରେ

ନୂଆଦିଲ୍ଲୀ,୧।୬: ସରିଛି ଶେଷ ପର୍ଯ୍ୟାୟ ନିର୍ବାଚନ । ନିର୍ବାଚନ ସରିବା ପରେ ଶନିବାର ବିଭିନ୍ନ ଏଜେନ୍ସି ଦ୍ୱାରା ଏକଜିଟ ପୋଲ ବା ଘର ବାହୁଡା ମତ...

ଇଭିଏମ୍‌ରେ ସିଲ୍ ନେତାଙ୍କ ଭାଗ୍ୟ, ୪ ରେ ଫଳାଫଳ

ନୂଆଦିଲ୍ଲୀ,୧।୬: ଶେଷ ହୋଇଛି ସାତ ପର୍ଯ୍ୟାୟ ବ୍ୟାପି ସାଧାରଣ ନିର୍ବାଚନ ୨୦୨୪। ସପ୍ତମ ପର୍ଯ୍ୟାୟ ମତଦାନ ଶେଷ ହେବାପରେ ଭାରତର ନିର୍ବାଚନ ଆୟୋଗ ସମସ୍ତ ହିତାଧିକାରୀଙ୍କୁ...

ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ

କେନ୍ଦୁଝର,୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଗ୍ରାମ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏହି ଅବସରରେ ବିଧାୟକ ମୋହନ ମାଝି,...

୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇବ ତାପମାତ୍ରା, ପ୍ରଚଣ୍ଡ ତାତିରୁ ମିଳିବ ଆଶ୍ବସ୍ତି

ଭୁବନେଶ୍ୱର,୧ା୬: ଓଡ଼ିଶାର ଅନେକ ଅଞ୍ଚଳରେ ହିଟ୍‌ଓ୍ବେଭ୍‌ ଜାରି ରହିଛି। ଏହାକୁ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ହିଟ୍‌ଓ୍ବେଭ୍‌ ବୋଲି କୁହାଯାଉଛି। ପ୍ରଥମ ହିଟ୍‌ଓ୍ବେଭ୍‌ କେବଳ ଦୁଇ ଦିନ,...

ବୁଥ୍‌ ଆଗରେ ସ୍ତ୍ରୀଙ୍କୁ ହାଣି ହତ୍ୟା କଲେ ସ୍ବାମୀ

ଭଦ୍ରକ,୧।୬: ଶେଷ ପର୍ଯ୍ୟାୟ ଭୋଟ ଦେଉଛି ଓଡ଼ିଶା। ଶନିବାର ଏହି ଭୋଟ ଚାଲିଥିବାବେଳେ ଅନେକ ସ୍ଥାନରେ ହିଂସାକାଣ୍ଡ ଦେଖିବାକୁ ମିଳିଛି। ଏହିକ୍ରମରେ ଭଦ୍ରକର ମୁକ୍ତାଡିହ ବୁଥ...

ବସ୍‌ଷ୍ଟାଣ୍ଡରେ ଜଳିଗଲା ୪ ବସ୍‌

ବିଷମକଟକ,୧ା୬(ବିଭୂତି ଭୂଷଣ ନାୟକ): ରାୟଗଡ଼ା ଜିଲା ବିଷମକଟକ ବ୍ଲକର ବିଜୁ ପଟ୍ଟନାୟକ ବସ୍‌ଷ୍ଟାଣ୍ଡରେ ଜଣେ ମାଲିକଙ୍କର ୬ଟି ବସ୍‌ ରହିଥିଲା। ସେଥିରୁ ୪ଟି ବସ୍‌ ଜଳି...

ପୁରୀ ଗୁଣ୍ଡିଚା ମନ୍ଦିରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ପୁରୀ,୧।୬: ପୁରୀରେ ପୁଣି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ଏପରି ଘଟଣା ଦେଖିବାକୁ ମିଳିଛି। ନାକଚଣା ଦ୍ୱାର ନିକଟରେ ଥିବା ଅଳିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri